ସରକାରଙ୍କ ଅପାରଗତା ପାଇଁ ବନ୍ୟା ହେଲା :ବିଜେପି
ଭୁବନେଶ୍ୱର : ରାଜ୍ୟରେ ବନ୍ୟା ଜନିତ କ୍ଷୟକ୍ଷତି ପ୍ରସଙ୍ଗରେ ରାଜ୍ୟ ବିଜେପି ପକ୍ଷରୁ ପ୍ରେସମିଟ୍ କରାଯାଇଛି । ବନ୍ୟାଞ୍ଚଳ ପରିଦର୍ଶନ କରି ଏକ ଚାର୍ଜସିଟ ପ୍ରସ୍ତୁତ କରିଛି ଦଳ । ରାଜ୍ୟରେ ହୋଇଥିବା ବନ୍ୟା ପାଇଁ ରାଜ୍ୟ ସରକାରଙ୍କୁ ସମ୍ପୁର୍ଣ୍ଣ ଦାୟୀ କରିଛି ବିଜେପି ।
ସରକାରଙ୍କ…