Latest Odisha News

BREAKING NEWS

Browsing Tag

Bjp

ବାଦ ପଡିଲେ ଗଡକରୀ, ଯୋଡି ହେଲେ ୟେଦୁରପ୍ପା; ବିଜେପିରେ କିଛି ଠିକ ଚାଲୁନଥିବା ରାଜନୈତିକ ମହଲରେ ଚର୍ଚ୍ଚା

ନୂଆଦିଲ୍ଲୀ: ବିଜେପି ସଂସଦୀୟ ବୋର୍ଡରେ ହୋଇଛି ବଡଧରଣର ପରିବର୍ତ୍ତନ। ସଂସଦୀୟ ବୋର୍ଡ ରୁ ବିଜେପିର ପୂର୍ବତନ ରାଷ୍ଟୀୟ ଅଧ୍ଯକ୍ଷ ତଥା ବର୍ତ୍ତମାନର କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରି ଓ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଙ୍କୁ ବାଦ ଦେଇଛନ୍ତି ରାଷ୍ଟୀୟ ଅଧ୍ଯକ୍ଷ ଜେପି ନଡ୍ଡା ।…

ଜାତୀୟ ପତାକା ଦେଶବାସୀଙ୍କ ସ୍ୱାଭିମାନ ଓ ଗୌରବ: ସମୀର ମହାନ୍ତି

ଭୁବନେଶ୍ୱର, : କଟକ ଜିଲ୍ଲା ନିଆଳି ନିର୍ବାଚନ ମଣ୍ଡଳୀର ଜଳାରପୁରଠାରେ ଆୟୋଜିତ ‘ ହର୍ ଘର୍ ତ୍ରିରଙ୍ଗା’ କାର୍ଯ୍ୟକ୍ରମରେ ରାଜ୍ୟ ସଭାପତି  ସମୀର ମହାନ୍ତି ଯୋଗ ଦେଇଥିଲେ । ଜାତୀୟ ପତାକା ଦେଶବାସୀଙ୍କ ସ୍ୱାଭିମାନ ଓ ଗୌରବ । ଏହି ପତାକାକୁ ସମ୍ମାନର ସହିତ ଉଚ୍ଚ ସ୍ଥାନରେ ରଖିବା ଆମ ସମସ୍ତ…

ରାଜ୍ୟ ସରକାର ଦୁର୍ନୀତିର ବଟବୃକ୍ଷ : ବିଜେପି

ଭୁବନେଶ୍ୱର: ଭାରତର ଆତ୍ମା ଦିଲ୍ଲୀରେ ନୁହେଁ ପଲ୍ଲୀରେ ଅଛି । ଗ୍ରାମାଂଚଳର ବିକାଶ ଏବଂ ଗରୀବଲାକଙ୍କ ଉତ୍‌ଥାନରେ ସମୃଦ୍ଧ ହେବ ଭାରତବର୍ଷ ।” ଦେଶ ସ୍ୱାଧୀନତା ପ୍ରାପ୍ତି ସମୟରେ ମହାତ୍ମା ଗାନ୍ଧୀ ଏହି କଥାକୁ ଗୁରୁତ୍ୱ ଦେଇ କହିଥିଲେ । ଅନ୍ୟ ପଟେ ପରିବାରବାଦ୍‌, ତୁଷ୍ଟିକରଣ ଓ ଭ୍ରଷ୍ଟାଚାର…

‘ବିଜେପି ସରକାରରେ ଚାକିରି ପାଇଁ ଯୁବତୀଙ୍କୁ ଅନ୍ୟ ସହ ରାତି ବିତାଇବାକୁ ପଡ଼ୁଛି’: କଂଗ୍ରେସ ବିଧାୟକ

ବେଙ୍ଗଳୁରୁ: କର୍ଣ୍ଣାଟକର ବିଜେପି ସରକାର ବିରୋଧର ବଡ଼ ଅଭିଯୋଗ । ଖଣ୍ଡିଏ ସରକାରୀ ଚାକିରି ଦେବାକୁ ଯାଇ ବେଶ୍ ତଳକୁ ଖସି ଯାଇଛି ରାଜ୍ୟରେ କ୍ଷମତାସୀନ ବିଜେପି । ସରକାରୀ ଚାକିରି ପାଇଁ ଯୁବତୀଙ୍କୁ ଅନ୍ୟ ସହ ରାତି ବିତାଇବାକୁ ପଡ଼ୁଛି । କର୍ଣ୍ଣାଟକରେ କ୍ଷମତାସୀନ ବିଜେପି ସରକାର ବିରୋଧରେ…

ବିଜେପିକୁ ବାଏ ବାଏ କଲେ ନୀତିଶ

ପାଟଣା: ଭାଙ୍ଗିଲା ମେଣ୍ଟ । ବିଜେପି ନେତୃତ୍ୱାଧୀନ ଏନଡିଏ ଠାରୁ ଅଲଗା ହେଲା ଜେଡିୟୁ । ବିହାର ରାଜନୀତିରେ ଆଜି ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ବିଜେପି ସହଯୋଗରେ ଜେଡିୟୁ ସରକାର ଚାଲିଥିବା ବେଳେ ମେଣ୍ଟରୁ ଓହରି ଯାଇଛନ୍ତି ନୀତିଶ କୁମାର । ଏଥିସହ ନୀତିଶ ରାଜ୍ୟପାଳଙ୍କୁ ଅପରାହ୍ଣ…

ଓଡ଼ିଶାରେ ଅମିତ ଶାହଙ୍କ ସ୍ବପ୍ନ ସାକାର ହେବ କି?

ରାଜ୍ୟରେ ୨୨ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ସରକାର ଚାଲିଛି । 2000 ମସିହା ମାର୍ଚ 5 ତାରିଖରୁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଅଛନ୍ତି ଏବଂ ତାଙ୍କର ସରକାର ଚାଲିଛି  । ୨୦୦୯ ପର୍ଯ୍ୟନ୍ତ ବିଜେପି ନବୀନଙ୍କ ବିଜେଡି  ସହ ମେଂଟ କରି ସରକାରରେ ଥିଲା । ଆଉ ୨୦୦୯ରୁ ୨୦୨୪ ରେ ହେବାକୁ ଥିବା…

[ଦେଖନ୍ତୁ ଭିଡିଓ] ଅମିତ ଶାହଙ୍କ ଓଡ଼ିଶା ଗସ୍ତ ନେଇ ବିଜେପିର ଉତ୍ସାହ, ବିରୋଧୀ ଛାନିଆ

ଭୁବନେଶ୍ୱର: ଓଡ଼ିଶା ଆସୁଛନ୍ତି ଅମିତ ଶାହ । ଉତ୍ସାହରେ ରାଜ୍ୟ ବିଜେପି । ରବିବାର ଠାରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଯାହାକୁ ନେଇ ରାଜ୍ୟ ବିଜେପି ନେତୃତ୍ୱଙ୍କ ମନରେ ଉତ୍ସାହ ଦେଖା ଦେଇଛି । ଅମିତ ଶାହ ରବିବାର ରାତିରେ ଭୁବନେଶ୍ୱର ପହଞ୍ଚି ସୋମବାର ସକାଳେ…

ଶେଷ ହେଲା ବଜେଟ୍ ଅଧିବେଶନ: ଦରମା ବଢ଼ିବା ନିଷ୍ପତ୍ତି ନେବ କମିଟି

ଭୁବନେଶ୍ବର:  ଶେଷ ହେଲା ବଜେଟ୍ ଅଧିବେଶନ (ମୈାସୁମୀ ଅଧିବେଶନ) ।  ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତ୍ତି  । ଧାର୍ଯ୍ୟ ସମୟର ୩ ଦିନ ପୂର୍ବରୁ ଶେଷ ହୋଇଛି ବଜେଟ୍ ଅଧିବେଶନ  । ତେବେ ଶେଷ ଦିନରେ ସବୁଠୁ ବଡ଼ କଥା ଯାହା ହୋଇଛି ତାହା ହେଉଛି ବିଧାୟକଙ୍କ ଦରମା…

ବିରୋଧୀ ଦଳ ନେତା ହେଲେ ଜୟ ନାରାୟଣ ମିଶ୍ର

ଭୁବନେଶ୍ୱର: ନୂଆ ବିରୋଧୀ ଦଳ ନେତା ବାଛିଲା ବିଜେପି । ଜୟ ନାରାୟଣ ମିଶ୍ର ହୋଇଛନ୍ତି ନୂଆ ବିରୋଧୀ ଦଳ ନେତା । ବିରୋଧୀ ଦଳ ନେତା ଭାବେ ଜୟ ନାରାୟଣଙ୍କ ନାଁ ଘୋଷଣା କରିଛନ୍ତି ରାଜ୍ୟ ବିଜେପି ସହପ୍ରଭାରୀ । ସମ୍ବଲପୁର ବିଧାୟକ ତଥା ବରିଷ୍ଠ ବିଜେପି ନେତା ଜୟ ନାରାୟଣ ମିଶ୍ର ପ୍ରଦୀପ୍ତ ନାଏକଙ୍କ…

ବିଜେପି ଯୁବ ମୋର୍ଚ୍ଚା ସଭାପତିଙ୍କ ଇସ୍ତଫା

ବ୍ରହ୍ମପୁର: ବିଜେପି ଘୁମୁସର ସାଙ୍ଗଠନିକ ଜିଲାର ଯୁବ ମୋର୍ଚ୍ଚା ସଭାପତି ପଦରୁ ପ୍ରମୋଦ କୁମାର ପଣ୍ଡା ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଏବଂ ଯୁବ ମୋର୍ଚ୍ଚା ସଭାପତି ଈରାସିସ ଆଚାର୍ଯ୍ୟଙ୍କ ପାଖକୁ ପଠାଇଛନ୍ତି। ଗୁରୁବାର କୋଦଳା ଠାରେ…