ରାଷ୍ଟ୍ରପତି ନିର୍ବାଚନ: ଦ୍ରୈାପଦୀ ମୁର୍ମୁଙ୍କ ପ୍ରାର୍ଥୀତ୍ବ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍
ଓଡ଼ିଶା ସମ୍ବାଦ ବ୍ୟୁରୋ: ରାତି ପାଇଲେ ରାଷ୍ଟ୍ରପତି ନିର୍ବାଚନ । ଏଥର ନିର୍ବାଚନରେ ଏନଡିଏ ଏବଂ ୟୁପିଏ ପ୍ରାର୍ଥୀଙ୍କ ମଧ୍ୟରେ ନିର୍ଚାଚନ ହେବ । ଭୋଟ ଦେବେ ସାଂସଦ ଏବଂ ବିଧାୟକ । ତେବେ ସରକାରୀ ଦଳର ପ୍ରାର୍ଥୀ ଚୟନ କୁ ନେଇ ଏବେ ସାରା ଭାରତରେ ଚର୍ଚା ହେଉଛି । ଏହାବି କୁହାଯାଉଛି ଦ୍ରୈାପଦୀ…