Latest Odisha News

BREAKING NEWS

Browsing Tag

Bjp

ନୂପୁର ଶର୍ମାଙ୍କ ମନ୍ତବ୍ୟକୁ ନେଇ ଗୃହରେ ହଟ୍ଟଗୋଳ, ବିଧାନସଭା ମୁଲତବି

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ । ପ୍ରଶ୍ନକାଳ ଠିକଠାକ୍ ଚାଲିଥିବା ବେଳେ ଶୂନ୍ୟକାଳରେ ଗୃହରେ ହୋହଲ୍ଲା ଯୋଗୁଁ ଗୃହକୁ ମୁଲତବି କରାଯାଇଛି । ବିଜେପିରୁ ନିଲମ୍ବିତ ସାଂସଦ ନୂପୁର ଶର୍ମାଙ୍କ ବୟାନକୁ ଗୃହରେ ଉଠାଇଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ…

ଆଜିଠୁ ମୌସୁମୀ ଅଧିବେଶନ

ଭୁବନେଶ୍ବର: ଆଉ କିଛି ସମୟ ପରେ ଆରମ୍ଭ ହେବ  ବିଧାନସଭାର ମୌସୁମୀ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ଅଗଷ୍ଟ ୪ ପର୍ଯ୍ୟନ୍ତ ବସିବାକୁ ଥିବା ଏହି ଅଧିବେଶନରେ ୨୪ଟି କାର୍ଯ୍ୟଦିବସ ରହିଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକବର୍ଷ ଲାଗି ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ।…

କାଲି ମହାରାଷ୍ଟ୍ରରେ ବହୁମତ ପରୀକ୍ଷା, ସରକାର ବଞ୍ଚାଇବାକୁ ପାୱାରଙ୍କ ଘରେ ଘନ ଘନ ବୈଠକ

ମୁମ୍ବାଇ: ମହାରାଷ୍ଟ୍ର ରାଜନୀତି ରୋଚକ ମୋଡ଼ରେ ପହଞ୍ଚିଛି । ରାଜ୍ୟପାଳ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡାକିଛନ୍ତି । ଆସନ୍ତାକାଲି ଉଦ୍ଧବ ଠାକରେଙ୍କ ସରକାର ବହୁମତ ସାବ୍ୟସ୍ତ କରିବ । ମହାବିକାଶ ଅଘାଡ଼ି ମେଣ୍ଟରୁ ୩୯ ବିଧାୟକ ସମର୍ଥନ ପ୍ରତ୍ୟାହାର କରି ନେଇଥିବା ରାଜ୍ୟପାଳ କହିଛନ୍ତି ।…

ଆସ୍ଥାଭୋଟ ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି କଲେ ଦେବେନ୍ଦ୍ର ଫଡନାବୀସ

ଓଡ଼ିଶା ସମ୍ବାଦ ବ୍ୟୁରୋ: ମହାରାଷ୍ଟ୍ରରେ ଆସ୍ଥାଭୋଟ ପାଇଁ  ଦାବି କରିଛନ୍ତି ଫଡନାବୀସ ।  ବିଜେପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ରାଜ୍ୟପାଳ ଭଗତ ସିଂ ଖୋସିୟାରିଙ୍କୁ ଭେଟି ବିଧାସଭାରେ ଆସ୍ଥାଭୋଟ ପାଇଁ ଦାବି କରିଛନ୍ତି ।  ଫଡନାବୀସଙ୍କ ସହିତ କିଛି ସ୍ବାଧୀନ…

ପାର୍ଟି ବଡ଼ ନା ମାଟି: ବିଜେପିର ପ୍ରଶ୍ନ, ବିଜେପିକୁ ପ୍ରଶ୍ନ ..

ଭୁବନେଶ୍ୱର: ପାର୍ଟି ବଡ଼ ନା ମାଟି? ଏମିତିରେ ତ' ରାଜନୀତିରେ ଏହି କଥାଟି ବାରମ୍ବାର ଉତ୍ଥାପନ ହେଉଛି। ତେବେ, ବିଜେପି ନେତୃତ୍ୱାଧୀନ ଶାସକ ଏନଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପାର୍ଥି କରାଯିବା ପରେ, ସେ ଓଡ଼ିଶାର ହୋଇଥିବାରୁ ଓଡ଼ିଶା ତାଙ୍କୁ କଂଗ୍ରେସ ସମର୍ଥନ ଦେବା ଉଚିତ୍…

ଜମ୍ମୁ ଓ କଶ୍ମୀର ଆଇଜି ବସନ୍ତ ରଥଙ୍କ ଇସ୍ତଫା; ବିଜେପିରେ ଯୋଗ ଦେବେ

ଭୁବନେଶ୍ୱର: ଜମ୍ମୁ ଓ କଶ୍ମୀର କ୍ୟାଡର ଓଡ଼ିଆ ଆଇପିଏସ ଅଫିସର ବସନ୍ତ ରଥ ଚାକିରିରୁ ଇସ୍ତଫା ଦେଇଛନ୍ତି । ଏବେ ସୁଦ୍ଧା ତାଙ୍କ ଇସ୍ତଫା ଅନୁମୋଦିତ ହୋଇନି । ଶନିବାର ସେ ଜମ୍ମୁ ଓ କଶ୍ମୀର ମୁଖ୍ୟ ଶାସନ ସଚିବଙ୍କୁ ଇସ୍ତଫା ପତ୍ର ଦେଇଛନ୍ତି । ଏହି ଇସ୍ତଫା ପତ୍ରକୁ ସେ ଫେସବୁକ ଓ ଟ୍ୱିଟରରେ…

ରାମପୁର, ଆଜମଗଡ଼ରେ ଅଖିଳେଶଙ୍କ ହାତରୁ ଆସନ ଛଡାଇଆଣିଲେ ଯୋଗୀ

ଲକ୍ଷ୍ନୈା:  ରାମପୁରରେ ବିଜେପି ଜିତିଛି । ରାମପୁର ଲୋକସଭା ଉପନିର୍ବାଚନରେ ଅଖିଳେଶ ଯାଦବଙ୍କୁ ହରାଇଛି ବିଜେପି  ।  ଉତ୍ତରପ୍ରଦେଶର ରାମପୁର ଆସନରେ ଉପ-ନିର୍ବାଚନରେ ​​ବିଜେପି ପ୍ରାର୍ଥୀ ଘନଶ୍ୟାମ ଲୋଧି ବିଜୟୀ ହୋଇଛନ୍ତି। ଘନଶ୍ୟାମ ଲୋଧି ୪୨ ହଜାରରୁ ଅଧିକ ଭୋଟରେ ଜିତିଯାଇଛନ୍ତି  । ଏନେଇ…

ଆସନ୍ତା ୨୯ରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର: ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୯ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀ ବୈଠକ ଆସନ୍ତା ୨୮ତାରିଖ ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟ ଠାରେ…

୧୯୭୫ ର ଜରୁରୀକାଳୀନ ପରିସ୍ଥିତି : କଳାଦିବସ ଭାବେ ପାଳନ କଲା ବିଜେପି

ଭୁବନେଶ୍ୱର: ୧୯୭୫ ମସିହା ଜୁନ ୨୫ ତାରିଖ ମଧ୍ୟ ରାତ୍ରିରେ ସମ୍ବିଧାନକୁ ହତ୍ୟା କରିବା ସହ ଗଣତନ୍ତ୍ରର କଣ୍ଠରୁଦ୍ଧ କରି କଂଗ୍ରେସ ଦଳ ଆମ ଦେଶରେ ଜରୁରୀ କାଳୀନ ପରିସ୍ଥିତି ଘୋଷଣା କରିଥିଲା । ୪୭ ବର୍ଷ ପୂର୍ବେ ତତ୍କାଳୀନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଇନ୍ଦିରା ଗାନ୍ଧୀଙ୍କ ଅତ୍ୟାଚାର ବିରୁଦ୍ଧରେ…

ନିଜକୁ ନିଜେ ଅଯୋଗ୍ୟ, ଅପାରଗ କହି ହେଉଛି ଓଡ଼ିଶା ବିଜେପି !

- ଦେବଦତ୍ତ ରଥ ଭୁବନେଶ୍ୱର: ପ୍ରଥମ ଥର ପାଇଁ ଜଣେ ଓଡ଼ିଆ, ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁ ପ୍ରାୟତଃ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି । ସମସ୍ତ ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର କଥା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦା ଓଡ଼ିଶାକୁ ଗୁରୁତ୍ୱ ଦେଇ ଆସୁଛନ୍ତି ବୋଲି ଓଡ଼ିଶା…