Latest Odisha News

BREAKING NEWS

Browsing Tag

Bjp

ଆଜମଗଡ଼ରେ ପୁଣି ଯୋଗୀ ଅଖିଳେଶ ଲଢ଼େଇ

ଲକ୍ଷ୍ନୈା: ଉତ୍ତରପ୍ରଦେଶର ସବୁଠୁ ହଟ୍ ସିଟ୍ ଆଜମଗଡ଼ରେ ଆସନ୍ତା ସପ୍ତାହରେ ହେବ ନିର୍ବାଚନ ।  ଆଜମଗଡରେ ହେବାକୁ ଥିବା ଲୋକସଭା ଉପ-ନିର୍ବାଚନରେ ଏସପି ଏବଂ ବିଜେପି ମଧ୍ୟରେ ଚାଲିଛି ଜୋରଦାର ଲଢ଼େଇ । ଅଖିଳେଶ ଯାଦବଙ୍କ ଇସ୍ତଫା ପରେ ଖାଲିଥିବା ଏହି ଆସନରେ ଯୋଗୀଙ୍କ ପ୍ରାର୍ଥୀ ଜିତିବ ନା…

ପର ପୀଢ଼ିକୁ ଦ୍ୱେତ ମାନସିକତାର ଏ’ ଭୁଲ୍ ସନ୍ଦେଶ ନଯାଉ

- ଦେବଦତ୍ତ ରଥ ଭୁବନେଶ୍ୱର: ପ୍ରଫେଟ୍ ମହମ୍ମଦଙ୍କ ସମ୍ବଦ୍ଧରେ ବିବାଦୀୟ ଟିପ୍ପଣୀ ଦେବା କାରଣରୁ ନୂପୁର ଶର୍ମାଙ୍କ ବିରୋଧରେ ଏକ ନିର୍ଦ୍ଦିଷ୍ଟ ସଂପ୍ରଦାୟ ପକ୍ଷରୁ ବିରୋଧ ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ବାସ୍ତବରେ କାହାର ଧର୍ମକୁ ବା କୋୖଣସି ବି ଧର୍ମର ଦେବୀ, ଦେବତା, ମହାପୁରୁଷ,…

ଫଡନାଭିସଙ୍କ ମିଶନ 45, ଶିବସେନାକୁ ଟକ୍କର ଦେବ ବିଜେପି!

ମୁମ୍ବାଇ:  ମହାରାଷ୍ଟ୍ରରେ ବିଜେପି ଠିଆ ହେବ ନିଜ ଗୋଡରେ । ସେଥିପାଇଁ ରାତିଦିନ ପରିଶ୍ରମ କରୁଛି ବିଜେପି ।  ନିଜ ଗୋଡ଼ରେ ଠିଆ ହେବା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି ଫଡନାଭିସ । ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଆଗାମୀ 2024 ନିର୍ବାଚନ ପାଇଁ ମିଶନ 45 ଲକ୍ଷ୍ୟ…

ଭାଷା ଯାହା ବି ହେଉ, ଆମର ସଂସ୍କୃତି ହେଉଛି ଭାରତୀୟ : ସମୀର ମହାନ୍ତି

ଭୁବନେଶ୍ୱର,:“ଭାଷା ଯାହା ବି ହେଉ, ଆମର ସଂସ୍କୃତି ହେଉଛି ଭାରତୀୟ” । “ଅନ୍ତ୍ୟୋଦୟ” ଏବଂ “ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ୱାସ ଏବଂ ସବ୍‌କା ପ୍ରୟାସ”କୁ ମୁଳମନ୍ତ୍ର କରି ଗତ ୮ ବର୍ଷ ମୋଦି ସରକାରରେ ଦେଶର ଗରୀବ, ପଛୁଆ, ଦଳିତ, ଆଦିବାସୀ, ମହିଳା, ଯୁବକ,…

ମମତାଙ୍କ ମଞ୍ଚରେ ଫାଟ: ଯୋଗ ଦେଲେନି ନବୀନ

ଦିଲ୍ଲୀ : ମମତା ବାନାର୍ଜୀଙ୍କୁ ଲାଗିଛି ଝଟକା । ତୃଣମୂଳ ନେତ୍ରୀଙ୍କ ସବୁ ଯୋଜନା ପାଣି ଫୋଟକା ପରି ମିଳେଇ ଯାଇଛି । ଯୁଦ୍ଧ କରିବା ପୂର୍ବରୁ ସେନାପତିମାନେ ମମତାଙ୍କ ଯୁଦ୍ଧକୁ ପସନ୍ଦ କରିନାହାଁନ୍ତି । ମମତାଙ୍କ ବୈଠକକୁ ସାରା ଦେଶ ଅନାଇ ରହିଥିବା ବେଳେ ତାହା ଫୁସ ହୋଇଯାଇଛି ।  ବିଜେପି…

କ୍ଷମାମାଗିଥିବା ମହିଳାଙ୍କୁ ଧମକ ଦେବା ଉଚିତ୍ ନୁହେଁ : ଗମ୍ଭୀର

ନୂଆଦିଲ୍ଲୀ: ନୁପୁର ଶର୍ମାଙ୍କ ମନ୍ତବ୍ୟକୁ ନେଇ ପ୍ରତିଦିନ କିଛି ନା କିଛି ଖବର ପ୍ରଚାର ପ୍ରସାର ହେଉଛି । ଏହି ପ୍ରସଙ୍ଗରେ ପୁଣି ସାମିଲ ହୋଇଛନ୍ତି ଗମ୍ଭୀର । ନୂପୁରଙ୍କୁ ସମର୍ଥନ କରି ଭାରତୀୟ ଜନତା ପାର୍ଟି  ସାଂସଦ ତଥା ପୂର୍ବତନ କ୍ରିକେଟ୍ ଖେଳାଳି ଗୈାତମ ଗମ୍ଭୀର  ଟୁଇଟ୍  କରିଛନ୍ତି ।…

ରାଷ୍ଟ୍ରପତି ନିର୍ବାଚନ: ଭାଇ ପାଇଁ ଉଉଣୀଙ୍କୁ ନିରାଶ କରିବେ ନବୀନ?

ଭୁବନେଶ୍ୱର: ଆଜି ଅପରାହ୍ନରେ ଦିଲ୍ଲୀର କନଷ୍ଟିଚ୍ୟୁସନ କ୍ଲବରେ ବିରୋଧୀ ବୈଠକ କରିବେ। ଏହି ବୈଠକରେ ଏକାଠି ହୋଇ ରାଷ୍ଟ୍ରପତି ପ୍ରାର୍ଥୀ ଦେବା ନେଇ ଆଲୋଚନା ହେବ । ଗତ ଶନିବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଣ ଏନଡିଏ ଦଳର ସୁପ୍ରିମୋ ଏବଂ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଏ…

ବିଭୁତି ପଟ୍ଟନାୟକ, ସ୍ୱୟଂମ୍ସ ମିଶ୍ରଙ୍କୁ ସମ୍ବର୍ଦ୍ଧିତ କଲା ବିଜେପି

ଭୁବନେଶ୍ୱର: ମୋଦି ସରକାରଙ୍କ ୮ ବର୍ଷ ପୁର୍ତି ଅବସରରେ ରାଜ୍ୟ ବିଜେପି ତରଫରୁ ସମାଜର ବିଭିନ୍ନ କ୍ଷେତ୍ରରେ ନିଜକୁ ପ୍ରତିଷ୍ଠିତ କରିଥିବା ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧନା ଓ ସମ୍ମାନିତ କରାଯାଇଛି । ରାଜ୍ୟ ସଭାପତି ସମୀର ମହାନ୍ତି  କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ତଥା…

ରଜ ପାଇଁ ଓଡିଶାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଅନୁପ୍ରିୟା ପଟେଲ

ଭୁବନେଶ୍ୱର: ପବିତ୍ର ରଜ ପର୍ବ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ  ଅନୁପ୍ରିୟା ପଟେଲ । ଓଡ଼ିଆଙ୍କ ଗଣ ପର୍ବ ରଜରେ ପ୍ରକୃତିମାତା, ଧରିତ୍ରୀମାତାଙ୍କ ସମେତ ନାରୀମାନଙ୍କୁ ପୂଜା ଓ ସମ୍ମାନିତ କରାଯାଇଥାଏ ।  ପ୍ରକୃତି ସହ ଯୋଡି ହୋଇ ରହିବା ପାଇଁ ରଜ…

ମମତାଙ୍କ ପ୍ରସ୍ତାବକୁ ମନା କରିଦେଲେ ଶରଦ, ଆସନ୍ତାକାଲି ଦିଲ୍ଲୀରେ ବୈଠକ

ମୁମ୍ବାଇ: ଏନସିପି ସୁପ୍ରିମୋ ଶରତ ପାଓ୍ୱାର ହେବେ ରାଷ୍ଟ୍ରପତି ପ୍ରାର୍ଥୀ । ଏଭଳି ଏକ ଚର୍ଚ୍ଚା ଗତକାଲି ପାଖରୁ ଆରମ୍ଭ ହୋଇଥିଲା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୁଆଡେ ଏ ନେଇ ସମସ୍ତ ରଣନୀତି ପ୍ରସ୍ତୁତ କରିବା ସହିତ ବିରୋଧୀ ଦଳଙ୍କ ସହ କଥା ହେବା ଆରମ୍ଭ କରି ଦେଇଛନ୍ତି।…