୭୫ଟି ଐତିହାସିକ ସ୍ଥାନରେ ଅନୁଷ୍ଠିତ ‘ଯୋଗ ଦିବସ’ରେ ଉପସ୍ଥିତ ରହିବେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର: ସ୍ୱାଧୀନତାର ୭୫ବର୍ଷ ପୂର୍ତି ଅବସରରେ ଆଜାଦି ଅମୃତ ମହୋତ୍ସବ ସ୍ୱର୍ଣ୍ଣିମ ଦିବସ ଅବସରରେ ପାଳନ ହେବାକୁ ଯାଉଛି ବିଶ୍ୱ ଯୋଗ ଦିବସ । ବିଶ୍ୱକୁ ଯୋଗ ଉପହାର ଦେବାରେ ମୋଦି ସରକାରଙ୍କ ଅବଦାନ ଅତୁଳନୀୟ । ୨୦୧୪ରେ ଯଶ୍ୱସୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ…