Latest Odisha News

BREAKING NEWS

Browsing Tag

Bjp

ମମତାଙ୍କ ପ୍ରସ୍ତାବକୁ ମନା କରିଦେଲେ ଶରଦ, ଆସନ୍ତାକାଲି ଦିଲ୍ଲୀରେ ବୈଠକ

ମୁମ୍ବାଇ: ଏନସିପି ସୁପ୍ରିମୋ ଶରତ ପାଓ୍ୱାର ହେବେ ରାଷ୍ଟ୍ରପତି ପ୍ରାର୍ଥୀ । ଏଭଳି ଏକ ଚର୍ଚ୍ଚା ଗତକାଲି ପାଖରୁ ଆରମ୍ଭ ହୋଇଥିଲା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୁଆଡେ ଏ ନେଇ ସମସ୍ତ ରଣନୀତି ପ୍ରସ୍ତୁତ କରିବା ସହିତ ବିରୋଧୀ ଦଳଙ୍କ ସହ କଥା ହେବା ଆରମ୍ଭ କରି ଦେଇଛନ୍ତି।…

ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଜିତାଇବେ ନବୀନ କିମ୍ବା ଜଗନ!

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନକୁ ନେଇ ସାରା ଦେଶରେ ଚର୍ଚ୍ଚା । କିଏ ହେବେ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ? ଏନଡିଏର ପ୍ରାର୍ଥୀ ରିଇସିନା ହିଲରେ ବସିବେ ନା ୟୁପିଏର ପ୍ରାର୍ଥୀ ତାକୁ ନେଇ ଗଣମାଧ୍ୟମରେ ଭିନ୍ନ ଭିନ୍ନ ଖବର ପ୍ରକାଶ ପାଉଛି । ତେବେ ଜଣେ ପ୍ରାର୍ଥୀଙ୍କୁ ବିଜୟୀ ହେବାକୁ ହେଲେ…

“ଦେବେନ୍ଦ୍ର ପଡ଼ନବିସ ମଧ୍ୟ ଶିବସେନାକୁ ଭୋଟ୍ ଦେବେ, ଯଦି..”

ଭୁବନେଶ୍ୱର: ମହାରାଷ୍ଟ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବିସ ମଧ୍ୟ ବିଜେପି ବିରୋଧରେ ଯାଇ ଶିବସେନାକୁ ଭୋଟ୍ ଦେବେ, ଯଦି ଶିବସେନା ଅଧୀନରେ ‘ଇଡି’ ରହିବ । ମାତ୍ର ଦୁଇ ଦିନରେ ଫଡ଼ନବିସ ଶିବ ସେନାକୁ ଭୋଟ୍ ଦେବାକୁ ବାଧ୍ୟ ହୋଇଯିବେ । ରବିବାର ଶିବସେନା ଏମପି ସଞ୍ଜୟ ରାଉତ ଏହି…

[ଦେଖନ୍ତୁ ଭିଡିଓ] ନବୀନଙ୍କ ବିଦେଶ ଗସ୍ତକୁ ନେଇ ବିଜେପି, ବିଜେଡି ମୁହାଁମୁହିଁ

ଭୁବନେଶ୍ୱର: ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋମ୍ ଯିବେ, ପୋପଙ୍କୁ ଭେଟିବେ । ଯାହାକୁ ନେଇ ଆରମ୍ଭ ହୋଇଛି ରାଜନୀତି । ତେବେ ନିର୍ଦ୍ଦିଷ୍ଟ କେଉଁ ତାରିଖରେ ମୁଖ୍ୟମନ୍ତ୍ରୀ ବିଦେଶ ଗସ୍ତରେ ଯିବେ ଜଣାପଡ଼ିନାହିଁ । କୁହାଯାଉଛି ମୁଖ୍ୟମନ୍ତ୍ରୀ ୧୦ ଦିନ ପାଇଁ ବିଦେଶ…

ସମବାୟ ନିର୍ବାଚନକୁ ଅସିଦ୍ଧ ଘୋଷଣା କରାଯାଉ: ବିଜେପି

ଭୁବନେଶ୍ୱର : ଚଳିତ ସମବାୟ ନିର୍ବାଚନରେ ପ୍ରାଥମିକ ସ୍ତରରେ ହେଉଥିବା ଲ୍ୟାମ୍ପ୍ସ ଓ ପ୍ୟାକ୍ସ ନିର୍ବାଚନରେ ଶାସକ ବିଜେଡି ସରକାରୀ କର୍ମଚାରୀଙ୍କ ସହାୟତାରେ ନିର୍ବାଚନକୁ ସଂପୂର୍ଣ୍ଣ ଭାବେ ପ୍ରଭାବିତ କରିବା ସହିତ ଚାଷୀମାନଙ୍କୁ ଧୋକା ଦେଉଛି । ଅନେକ ପ୍ରାଥମିକ ସମବାୟ ସମିତିରେ ଶାସକ ଦଳକୁ…

ପଶ୍ଚିମବଙ୍ଗରେ କାହିଁକି ହାରିଲା ବିଜେପି ? ବର୍ଷେ ପରେ ନଡ୍ଡା କହିଲେ କାରଣ

କୋଲକାତା: ପଶ୍ଚିମବଙ୍ଗରେ ସରକାର ଗଢ଼ିବ ବୋଲି ବିଜେପି ହୁଙ୍କାର ଦେଇଥିଲା। ଆଉ ଏଥିପାଇଁ ବିଜେପି ତାର ସମସ୍ତ ହେବିଓ୍ୱେଟଙ୍କୁ ମଧ୍ୟ ଲଗାଇଥିଲା। ହେଲେ ନିର୍ବାଚନ ଫଳାଫଳରେ ଦାବି ଅନୁଯାୟୀ ପ୍ରଦର୍ଶନ କରିପାରିନଥିଲା ବିଜେପି। ଏବେ ଆଗକୁ ସାଧାରଣ ନିର୍ବାଚନ ରହିଛି। ତେଣୁ ବିଜେପିର ଶୀର୍ଷ…

ଚାଷୀମାନଙ୍କୁ ଲୁଟୁଥିବା ମିଲର୍ସ ଓ ଦଲାଲ୍‌ଙ୍କ ମଧ୍ୟସ୍ଥି ଭୁମିକାରୁ ନିବୃତ ରୁହନ୍ତୁ ରାଜ୍ୟ ସରକାର : ପ୍ରଦୀପ ପୁରୋହିତ

ଭୁବନେଶ୍ୱର: ମୋଦି ସରକାରଙ୍କ ଏମଏସପି ବୃଦ୍ଧିକୁ ନେଇ ରାଜ୍ୟ ବିଜେପି ପକ୍ଷରୁ ପ୍ରଶଂସା କରାଯାଇଛି । ଖରିଫ ଫସଲର ଏମଏସପି ବୃଦ୍ଧି ଫଳରେ ଚାଷୀମାନଙ୍କ ଆୟ ବୃଦ୍ଧି  ହେବାରେ ସହାୟକ ହୋଇପାରିବ ।  ଓଡ଼ିଶାରେ ଧାନ ଚାଷ ଅଧିକ ପରିମାଣରେ ହେଉଥିବାରୁ ଓଡ଼ିଶାର ଚାଷୀମାନଙ୍କୁ ଅଧିକ ଉପକୃତ ହେବେ ।…

ବିଭିନ୍ନ ଜନକଲ୍ୟାଣ ଯୋଜନାର ସୁପ୍ରଚାର ପାଇଁ  ‘ଅନୁସୁଚିତ ଜନଜାତି ହିତାଧିକାରୀ ମେଳା’ ଆୟୋଜନ

ଭୁବନେଶ୍ୱର: କେନ୍ଦ୍ରରେ ମୋଦି ସରକାରଙ୍କ ୮ ବର୍ଷ ପୂର୍ଣ୍ଣ ହୋଇଛି । କେନ୍ଦ୍ରସରକାରଙ୍କର ବିଭିନ୍ନ ଜନକଲ୍ୟାଣ ଯୋଜନାର ସୁପ୍ରଚାର ପାଇଁ  ଅନୁସୁଚିତ ଜନଜାତି ହିତାଧିକାରୀ ମେଳା’ ବିଜେପି ପକ୍ଷରୁ ବିଭିନ୍ନ ସ୍ଥାନରେ ଆୟୋଜିତ ହୋଇଯାଇଛି । ବିଗତ ଦିନରେ ଜାତିବାଦ, ପରିବାରବାଦ, ଭ୍ରଷ୍ଟାଚାର,…

ଅନୁସୂଚିତ ବର୍ଗଙ୍କ ବିକାଶ, ମୋଦି ସରକାରଙ୍କ ପ୍ରାଥମିକତା: ସମୀର ମହାନ୍ତି

ଭୁବନେଶ୍ୱର: ଗତ ୮ବର୍ଷରେ ବାବା ସାହେବଙ୍କ ସାମାଜିକ ଆର୍ଥିକ ଗଣତାନ୍ତ୍ରିକ ଦୃଷ୍ଟିକୋଣକୁ ସମ୍ପୂର୍ଣ୍ଣ କରିବା ପାଇଁ କେନ୍ଦ୍ରରେ ମୋଦି ସରକାର ଅହରହ ପ୍ରୟାସ ଜାରୀ ରଖିଛନ୍ତି ବୋଲି ଅନୁଗୁଳ ଜିଲ୍ଲା ଛେଣ୍ଡିପଦାର ବସନ୍ତପୁର ପଂଚାୟତଠାରେ ଅନୁଷ୍ଠିତ ‘ଅନୁସୁଚିତ ଜାତି ମୋର୍ଚ୍ଚା ସମାବେଶ’ରେ ଯୋଗ…

ମୋଦି ସରକାରଙ୍କ ମହିଳା ସଶକ୍ତିକରଣ ଯୋଜନାର ପ୍ରଚାର ପାଇଁ ବିଭିନ୍ନ ସ୍ଥାନରେ ‘ମହିଳା ସମାବଶ’ ଆୟୋଜନ

ଭୁବନେଶ୍ୱର: ଆତ୍ମନିର୍ଭର ଭାରତ ଗଠନରେ ମହିଳାଙ୍କ ଭୁମିକାକୁ ମୋଦି ସରକାର ଅତ୍ୟନ୍ତ ଗୁରୁତ୍ୱ ଦେଉଛନ୍ତି ବୋଲି କଟକଠାରେ ଅନୁଷ୍ଠିତ ‘ମହିଳା ସମାବେଶ’ରେ ଯୋଗ ଦେଇ ରାଜ୍ୟ ସଭାପତି  ସମୀର ମହାନ୍ତି କହିଛନ୍ତି । ଏହି ଅବସରରେ କେନ୍ଦ୍ରୀୟ ଯୋଜନାର ହିତାଧିକାରୀ ମା ଓ ଭଉଣୀଙ୍କୁ ଶ୍ରୀ ମହାନ୍ତି…