Latest Odisha News

BREAKING NEWS

Browsing Tag

Bjp

ରାଜ୍ୟ ବିଜେପି ଘୋଷଣା କଲା ମୋର୍ଚ୍ଚା ପ୍ରଭାରୀ ତାଲିକା

ଭୁବନେଶ୍ବର : ରାଜ୍ୟରେ ବିଜେପି ଘୋଷଣା କରିଛି ବିଭିନ୍ନ ମୋର୍ଚ୍ଚା ପ୍ରଭାରୀ ତାଲିକା । ଦଳୀୟ ସଙ୍ଗଠନକୁ ଆହୁରି ସୁଦୃଢ଼ କରିବା ଓ ସଙ୍ଗଠନରେ ମୋର୍ଚ୍ଚାମାନଙ୍କ ସଙ୍ଗଠନାତ୍ମକ, ରଚନାତ୍ମକ ଓ ଆନ୍ଦୋଳନାତ୍ମକ କାର୍ଯ୍ୟାଧାରକୁ ତ୍ବରାନ୍ବିତ କରିବା ପାଇଁ ରାଜ୍ୟ ବିଜେପିର ବିଭିନ୍ନ ମୋର୍ଚ୍ଚା…

ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭଦ୍ରକ ଜିଲ୍ଲା ବିଜେପିକୁ ଶକ୍ତ ଝଟକା, ଇସ୍ତଫା ଦେଲେ ବହୁ ନେତା

ଭଦ୍ରକ : ପଞ୍ଚାୟତ ନିର୍ବଚନ ପୂର୍ବରୁ ଭଦ୍ରକ ଜିଲ୍ଲା ବିଜେପିକୁ ଲାଗିଛି ଶକ୍ତ ଝଟକା । ଆଜି ନାମାଙ୍କନ ଦାଖଲ ଶେଷ ହୋଇଥିବା ବେଳେ, ଦଳ ଛାଡିଛନ୍ତି ନେତା । ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଅନେକ ନେତା । ଇସ୍ତଫା ଦେଇଥିବା ବିଜେପି ନେତାଙ୍କ ମଧ୍ୟରେ ଭଦ୍ରକ ବ୍ଲକର ୩ ଥର ସଭାପତି,…

ଯାଜପୁରରେ ପଞ୍ଚାୟତ ନିର୍ବାଚନ ତାତି, କିଏ କରିବ ବାଜିମାତ?

ଯାଜପୁର: ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବିଗୁଲ୍ ବାଜି ସାରିଛି । ଗାଁଗାଁରେ ଛକ ବଜାରରେ ପୋଷ୍ଟର ବ୍ୟାନର ଲାଗି ସାରିଛି । ସିଟ୍ ହାତେଇବା ପାଇଁ ନେତାଙ୍କ ପ୍ରତିଶ୍ରୁତି ସାଙ୍ଗକୁ ଦେଖିବାକୁ ମିଳିଛି ସଭାକାର୍ଯ୍ୟ ଓ ବାଇକ୍ ର୍ୟାଲି । ପଞ୍ଚାୟତ ନିର୍ବାଚନ ପାଇଁ ଯାଜପୁର ଜିଲ୍ଲାରେ…

ଭଦ୍ରକ ଜିଲ୍ଲାପାଳଙ୍କ ଅଫିସରେ ଭଙ୍ଗାରୁଜା ଘଟଣା, ୮ ବିଜେପି କର୍ମୀ ଗିରଫ

ଭଦ୍ରକ : ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଭଙ୍ଗାରୁଜା ଘଟଣାରେ କାର୍ଯ୍ୟାନୁଷ୍ଠାନ । ୮ ଜଣ ବିଜେପି କର୍ମୀଙ୍କୁ ଗିରଫ କରିଛି ପୋଲିସ । ଘଟଣାରେ ତଦନ୍ତ ଜାରି ରହିଥିବା ବେଳେ, ଭିଡ଼ିଓ ଫୁଟେଜ ଯାଞ୍ଚ କରାଯାଉଛି । ଯେଉଁମାନେ ଭଙ୍ଗାରୁଜା ସହ ସରକାରୀ ସମ୍ପତ୍ତି ନଷ୍ଟ କରିଛନ୍ତି ସେମାନଙ୍କ…

ଘୋଷଣା ହେଲା ରାଜ୍ୟ ବିଜେପିର କୋର କମିଟି

ଭୁବନେଶ୍ବର : ସଙ୍ଗଠନକୁ ସୁଦୃଢ଼ କରିବାକୁ ଘୋଷଣା ହୋଇଛି ରାଜ୍ୟ ବିଜେପିର କୋର କମିଟି । ପ୍ରଥମଥର ପାଇଁ ଦଳ ରାଜ୍ୟରେ ସଂଗଠନକୁ ପରିଚାଳନା ନିମନ୍ତେ ୧୫ ଜଣିଆ କୋର୍ ଟିମ ଗଠନ କରିଛି । ପଞ୍ଚାୟତ ଓ ପୌର ନିର୍ବାଚନ ପୂର୍ବରୁ ଗଠିତ ଏହି କୋର୍ କମିଟିରେ ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ବରିଷ୍ଠ…

ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ

ଭୁବନେଶ୍ୱର : ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ । କିଛି ଦିନ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ଅନ୍ୟ ବିଜେପି ନେତାଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି । ବିଜେପି…

ଭବାନୀପୁରରେ ମମତା-ପ୍ରିୟଙ୍କା ମୁକାବିଲା

କୋଲକାତା: ପଶ୍ଚିମବଙ୍ଗରେ ହେବାକୁ ଥିବା ବିଧାନସଭା ଉପ-ନିର୍ବାଚନରେ ଟିଏମସି ପରେ ବିଜେପି ଆଜି ପ୍ରାର୍ଥୀ ଘୋଷଣା କରିଛି । ପୂର୍ବ ନିର୍ଦ୍ଧାରିତ ଅନୁସାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭବାନୀପୁରର ଟିଏମସି ପ୍ରାର୍ଥୀ ହେବେ । ତାଙ୍କୁ କଡା ଟକ୍କର ଦେବା ପାଇଁ ବିଜେପି ପ୍ରିୟଙ୍କା…

ସରକାରଙ୍କ ପାର୍ବଣ କଟକଣା ବିରୋଧରେ କଟକରେ ବନ୍ଦ ଡାକରା

କଟକ: ପୂଜା ପାର୍ବଣରେ ସରକାରଙ୍କ କଟକଣାକୁ ବହୁ ପୂର୍ବରୁ ବିରୋଧ ହୋଇଆସୁଛି । ଖାସ କରି ମୂର୍ତ୍ତି ଉଚ୍ଚତାକୁ କେନ୍ଦ୍ର କରି କଟକରେ ବିବାଦ ଦେଖାଦେଇଛି । ସରକାରୀ କଟକଣାକୁ ବିରୋଧ କରି ଆସନ୍ତା ୧୩ ତାରିଖରେ କଟକ ବନ୍ଦ ପାଇଁ ବିଜେପି ଡାକରା ଦେଇଛି । ସରକାରଙ୍କ କଟକଣା ଅନୁଯାୟୀ ୪ ଫୁଟ୍…

ଦିଦିଙ୍କୁ ଝଟକା, ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ତୃଣମୂଳ କଂଗ୍ରେସକୁ ଆଜି ଶକ୍ତ ଧକ୍କା ଲାଗିଛି । ନିର୍ବାଚନ ପରବର୍ତୀ ହିଂସାକାଣ୍ଡର ତଦନ୍ତ ସିବିଆଇକୁ ଦେବା ପାଇଁ ହାଇକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହା ବ୍ୟତୀତ ଏସଆଇଟି ଗଠନ କରିବା ସହ ୬ ସପ୍ତାହ ମଧ୍ୟରେ ରିପୋର୍ଟ…

ପଶ୍ଚିମବଙ୍ଗରେ ଟିଏମସି ନେତାଙ୍କୁ ଗୁଳି କରି ହତ୍ୟା

କୋଲକାତା: ପଶ୍ଚିମବଙ୍ଗରେ ଏବେ ବି ନିର୍ବାଚନୀ ହିଂସା ଜାରୀ ରହିଛି । ଶନିବାର ତୃଣମୂଳ କଂଗ୍ରେସର ରଣଜୟ କୁମାର ଶ୍ରୀବାସ୍ତବଙ୍କୁ ଟିଟାଗଡରେ ଗୁଳି କରି ହତ୍ୟା କରାଯାଇଛି । ପ୍ରାରମ୍ଭିକ ତଦନ୍ତ ପରେ ପୋଲିସ ୫ଜଣଙ୍କୁ ଗିରଫ କରିଛି । ସେ କାରରେ ଯାଉଥିବା ବେଳେ ଦୁର୍ବୃତମାନେ ପ୍ରଥମେ ବୋମା ମାଡ…