ବିଜେପି ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ତାଙ୍କ ମାଆ କରୋନା ପଜିଟିଭ୍ ଚିହ୍ନଟ !
ନୂଆଦିଲ୍ଲୀ: ବିଜେପି ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ତାଙ୍କ ମାଆ ମାଧବୀ ରାଜ ସିନ୍ଧିଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଗଣମାଧ୍ୟମରେ ରିପୋର୍ଟ ପ୍ରକାଶିତ ହୋଇଛି । ଉଭୟ ବର୍ତ୍ତମାନ ଅସୁସ୍ଥ ରହିଥିବା ଯୋଗୁଁ ଦିଲ୍ଲୀର ମାକ୍ସ ହସ୍ପିଟାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି ।…