ଖାଆନ୍ତୁ ଗାଜର, ବଢ଼ିବ ଆଖିର ଜ୍ୟୋତି…
ବଜାରରେ ଦୁଇ ପ୍ରକାରର ଗାଜର ଦେଖାଯାଏ। ଗୋଟିଏ ଲାଲ ରଙ୍ଗର ଓ ଅନ୍ୟଟି ହାଲକା ଗୋଲାପୀ ରଙ୍ଗ ଗାଜର। ବଜାରକୁ ଏଥରକ ନୂଆ କରି କଳା ରଙ୍ଗର ଗାଜର ଆସିଛି। ପୋଷକତତ୍ତ୍ବରେ ଭରପୂର କଳା ଗାଜର । ଏହି କଳା ଗାଜର ଖାଇବାକୁ ବିଶେଷଜ୍ଞ ଦଳ କହିଛନ୍ତି ।
ଏହି ଗାଜରରେ ଆଣ୍ଟିଅକ୍ସିଡାଣ୍ଟ ଭରି ରହୁଛି।…