Latest Odisha News

BREAKING NEWS

Browsing Tag

Blast

ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ଉଡିଗଲା ଘର

ବ୍ରହ୍ମପୁର: ଗୋପାଳପୁର ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ସ୍ଥିତ ଠାକୁରାଣୀ ମନ୍ଦିର ସାହିରେ ଶୁକ୍ରବାର ପୂବାହ୍ନରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗ୍ୟାସ ସିଲିଣ୍ଡର ଥିବା ଘରେ ନିଆଁ ଲାଗିଯିବା ସହିତ କାନ୍ଥ ଓ ଛାତ ଭୁଷୁଡ଼ି ପଡ଼ିଛି । ସ୍ଥାନୀୟ ବାସିନ୍ଦା ଏନେଇ…

କରାଚି ବିସ୍ଫୋରଣ; ଏପର୍ଯ୍ୟନ୍ତ ୩ ମୃତ ୧୫ ଆହତ

କରାଚି: ପଡୋଶୀ ଦେଶ ପାକିସ୍ତାନରେ କରାଚିରେ ଏକ ବଡ଼ ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଏପର୍ଯ୍ୟନ୍ତ ତିନି ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହ ପ୍ରାୟ ୧୫ ଜଣ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ ଏହି ବିସ୍ଫୋରଣ ଗୁଲଶାନ-ଇ-ଇକବାଲରେ ମସ୍କାନ ଚୋରାଙ୍ଗିର ଦୁଇ ମହଲା କୋଠାରେ ଘଟିଛି। ତେବେ ବ୍ଲାଷ୍ଟ…

ସିମେଣ୍ଟ କାରଖାନାରେ ବିସ୍ଫୋରଣ; ୧ ମୃତ, ୩ ଗୁରୁତର

ରାଜଗାଙ୍ଗପୁର: ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁରରେ ଥିବା ଏକ ସିମେଣ୍ଟ ଫ୍ୟାକ୍ଟ୍ରି ପରିସରରେ ବୁଧବାର ଅପରାହ୍ନରେ ଘଟିଥିବା ବିସ୍ଫୋରଣରେ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ହେବା ସହ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଡାଲମିଆ ଭାରତର ଅଧିନରେ ଥିବା ଓଡିଶା ସିମେଣ୍ଟ…

ବାଲେଶ୍ୱର: କୋଠା ବିସ୍ଫୋରଣ ଘଟଣାରେ ଜଣେ ଅଟକ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ଅଚ୍ୟୁତପୁର ଗ୍ରାମ ନିକଟରେ ଅକ୍ଟୋବର ୩ ତାରିଖରେ ଏକ ତିନି ମହଲା କୋଠାରେ ହୋଇଥିବା ବିସ୍ଫୋରଣର ଘଟଣାରେ ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି । ସମ୍ପୃକ୍ତ ଅଭିଯୁକ୍ତର ନାମ ଶ୍ରୀଧର ମହାନ୍ତି ବୋଲି ଜଣାପଡିଛି ।…

ବିସ୍ଫୋରଣରେ ଉଡ଼ିଗଲା ତିନିମହଲା କୋଠା, ଏଯାଏଁ ମିଳିନି ଭଡାଟିଆଙ୍କ ପତ୍ତା

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ଅଚ୍ୟୁତପୁର ଗ୍ରାମ ନିକଟରେ ଏକ ତିନି ମହଲା କୋଠାରେ ବୁଧବାର ବିଳମ୍ବିତ ରାତିରେ ଘଟିଥିବା ବିସ୍ଫୋରଣର ଘଟଣାରେ ପୋଲିସ ଖୋଳତାଡ ଆରମ୍ଭ କରିଛି । ପ୍ରାପ୍ତ ସୂଚନାନୁଯାୟୀ ଉକ୍ତ ଗ୍ରାମର କାଳିଚରଣ ମହାପାତ୍ରଙ୍କ ଏକ ତିନି ତାଲା…