ମା’ ହେଲେ ଅମୃତା
ମୁମ୍ବାଇ: ମାଆ ହେଲେ ବଲିଉଡର ଚୁଲବୁଲି ନାୟିକା ଅମୃତା ରାଓ । ରବିବାର ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି । ଉଭୟ ଅମୃତା ଓ ନବଜାତ ସୁସ୍ଥ ଥିବା ନେଇ ତାଙ୍କ ସମ୍ପର୍କୀୟ ସୂଚନା ଦେଇଛନ୍ତି । ଅମୃତାଙ୍କ ମା’ ହେବା ଖବର ଏବେ ଟ୍ୱିଟର୍ରେ ଟ୍ରେଣ୍ଡିଂ ପାଲଟିଛି । ଶୁଭେଚ୍ଛା ଓ ଆଶୀର୍ବାଦ…