Latest Odisha News

BREAKING NEWS

Browsing Tag

Blue Flag Beach

ଥମୁନି ବ୍ଲୁ-ଫ୍ଲାଗ ବିଚ୍ ବିବାଦ, ତେଜୁଛି ବିରୋଧ

ପୁରୀ: ଦୀର୍ଘଦିନ ଧରି ଜାରି ରହିଛି ବ୍ଲୁ-ଫ୍ଲାଗ୍ ବିଚକୁ ବିରୋଧ । ଏନେଇ ମତ୍ସଜୀବୀ ଓ ଉଠା ଦୋକାନୀମାନେ ବ୍ଲୁ-ଫ୍ଲାଗ୍ ବିଚ୍ ବିରୋଧରେ ପ୍ରତିବାଦ କରିବା ସହ ଧାରଣା ଦେଇଥିଲେ । ଶତାଧିକ ମହିଳା ଓ ପୁରୁଷ ବ୍ଲୁ-ଫ୍ଲାଗ୍ ବିଚ୍ ନିର୍ମାଣକୁ ନେଇ କାର୍ଯ୍ୟ ବନ୍ଦ ଦାବି କରିଥିଲେ । ପୂର୍ବରୁ…

‘ମୋ ଧାମ ମୋ ଗର୍ବ’ ଉଦଯାପିତ, ସହରକୁ ସ୍ୱଚ୍ଛ ରଖିବାକୁ ଶପଥ ନେଲେ ପୁରୀବାସୀ

ପୁରୀ: ଜିଲ୍ଲା ପ୍ରଶାସନ ପକ୍ଷରୁ ପୁରୀ ସହରରେ ସଚେତନତା ଧର୍ମୀ ଅଭିଯାନ "ମୋ ଧାମ ମୋ ଗର୍ବ" ଆଜି ଉଦଯାପିତ ହୋଇଛି । ବ୍ଲୁ ପ୍ଳାଗ ବିଚରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ ରାଜ୍ୟ ଆଇନ ମନ୍ତ୍ରୀ ପ୍ରତାପ ଜେନା । ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ,…

ବ୍ଲୁ ଫ୍ଲାଗ ବିଚ୍‌ରେ ପର୍ଯ୍ୟଟକ ଭାସିବା ଘଟଣା: ଯୁବକଙ୍କ ମୃତଦେହ ଉଦ୍ଧାର

ପୁରୀ: ପୁରୀ ବ୍ଲୁ ଫ୍ଲାଗ ବିଚରେ ଭାସି ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର ହୋଇଛି । ପିଙ୍କ ହାଉସ ପଛପଟ ବେଳାଭୂମିରୁ ମିଳିଛି ମୃତଦେହ । ମତ୍ସ୍ୟଜୀବୀମାନେ ଉଦ୍ଧାର କରିଛନ୍ତି । ମଙ୍ଗଳବାର ପୁରୀ ବ୍ଲୁ ଫ୍ଲାଗ ବିଚରେ ଗାଧୋଇବା ବେଳେ ଭାସି ଯାଇଥିଲେ ଝାଡଖଣ୍ଡର ଯୁକ୍ତ ୨ ଛାତ୍ର…

ବ୍ଲୁ ଫ୍ଲାଗ ବିଚ୍‌ରେ ଭାସିଗଲେ ପର୍ଯ୍ୟଟକ

ପୁରୀ: ପୁରୀ ବ୍ଲୁ ଫ୍ଲାଗ ବିଚ୍‌ରେ ଅଘଟଣ । ଗାଧୋଇବା ବେଳେ ଭାସିଗଲେ ପର୍ଯ୍ୟଟକ । ପର୍ଯ୍ୟଟକ ଜଣକ ଭାସିଯାଇ ନିଖୋଜ ହୋଇଛନ୍ତି । ତେବେ ନିଖୋଜ ପର୍ଯ୍ୟଟକ ଜଣକ ଝାଡଖଣ୍ଡର ଯୁକ୍ତ ୨ ଛାତ୍ର ବୋଲି ଜଣାପଡିଛି । ତାଙ୍କୁ ଖୋଜାଖୋଜି କରିବା ପାଇଁ ଅଗ୍ନିଶମ ବାହିନୀ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।…