ଚର୍ଚ୍ଚାରେ ମୋଦୀଙ୍କ ନୀଳ ରଙ୍ଗର ଜ୍ୟାକେଟ୍, ଜାଣନ୍ତୁ ଏହା ପଛର କାରଣ…
ନୂଆଦିଲ୍ଲୀ : ପୁଣି ଚର୍ଚ୍ଚାରେ ମୋଦୀଙ୍କ ଜ୍ୟାକେଟ୍ । ସବୁ ସମୟରେ ନିଜର ପୋଷାକକୁ ନେଇ ଚର୍ଚ୍ଚାରେ ରହିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ବିରୋଧି ଦଳ ମଧ୍ୟ ସବୁବେଳେ ପ୍ରଧାନମନ୍ତ୍ରୀଙ୍କ ପୋଷାକର ଦାମକୁ ନେଇ ଆଲୋଚନା କରନ୍ତି। ସଂସଦ ହେଉକି ପ୍ରଧାନମନ୍ତ୍ରୀଙ୍କ ବିଦେଶ ଗସ୍ତ ସବୁ ସମୟରେ…