Latest Odisha News

BREAKING NEWS

Browsing Tag

bmc commissioner

କରୋନା ମୁକାବିଲା ପାଇଁ ରାଜଧାନୀରେ ହେଲା ଆଉ ୬୦ ଆଇସିୟୁ ବେଡ୍‌ର ବ୍ୟବସ୍ଥା : ବିଏମସି କମିଶନର

ଭୁବନେଶ୍ୱର : ରାଜଧାନୀରେ ୩ ହଜାର ୬୮୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି । କିନ୍ତୁ ସେମାନଙ୍କ ମଧ୍ୟରେ ୭୫ ପ୍ରତିଶତ ଘରେ ସଙ୍ଗରୋଧରେ ଅଛନ୍ତି । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ କମିଶନର…

ଭୁବନେଶ୍ୱରରେ କରୋନା ସ୍ଥିତିରେ ସୁଧାର ଆସିଛି: ବିଏମସି କମିଶନର

ଭୁବନେଶ୍ୱର : ରାଜଧାନୀରେ ବର୍ତ୍ତମାନ କରୋନା ସ୍ଥିତି ପିକ୍‌ରେ ନାହିଁ ବରଂ ଫ୍ଲାଟ୍‌ରେ ଅଛି । ପୂର୍ବରୁ ୪ରୁ ୫ ଶହ କେସ୍ ଆସୁଥିବା ବେଳେ ଏବେ ଦୁଇ ଶହ ଭିତରେ ରହୁଛି । ଆଗାମୀ ଦିନରେ ଏହା ଆହୁରି ତଳକୁ ଖସିବ ବୋଲି ଆଇସିଏମ୍‌ଆର କହିଛି । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଏମସି କମିଶନର…

ମୌସୁମୀ ଅଧିବେଶନ: ୨୭ରେ ହେବ ବିଧାୟକଙ୍କ କୋଭିଡ ଟେଷ୍ଟ

ଭୁବନେଶ୍ୱର: ଆସନ୍ତା ୨୯ ତାରିଖରେ ବସିବ ବିଧାନସଭାର ମୌସୁମୀ ଅଧିବେଶନ । ତେବେ ଏହା ପୂର୍ବରୁ ବିଧଶୟକ, ମନ୍ତ୍ରୀ ଓ କର୍ମଚାରୀଙ୍କ ହେବ କୋଭିଡ ଟେଷ୍ଟ । ୨୭ ଓ ୨୮ ତାରିଖରେ ସ୍ୱତନ୍ତ୍ର କ୍ୟାମ୍ପରେ ବିଧାୟକଙ୍କ କରୋନା ପରୀକ୍ଷା କରାଯିବ । ବିଧାୟକଙ୍କ ସହିତ ସେମାନଙ୍କ ବ୍ୟକ୍ତିଗତ…

ଭୁବନେଶ୍ୱରରେ ଗଞ୍ଜାମ ଫର୍ମୁଲା

ଭୁବନେଶ୍ୱର: ଭୁବନେଶ୍ୱରରେ ଲାଗୁ ହେବ ଗଂଜାମ ଫର୍ମୁଲା । ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଛି । ଏହାକୁ ନିୟନ୍ତ୍ରଣ କରିବାକୁ ବିଏମ୍‌ସି ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି । କରୋନକୁ ନିୟନ୍ତ୍ରଣ କରିବା ପାଇଁ ଭୁବନେଶ୍ୱରରେ ଗଂଜାମ ଫର୍ମୁଲା ଲାଗୁ କରିବାକୁ…

‘ସେପ୍ଟେମ୍ବର ସୁଦ୍ଧା ଭୁବନେଶ୍ୱରରେ ଆକ୍ଟିଭ କେସ୍ ୫ ହଜାର ଟପିବ’

ଭୁବନେଶ୍ୱର: ଗଲା ମାସରେ ଭୁବନେଶ୍ୱରରେ ସେରୋଲଜିକାଲ ସର୍ଭେ କରାଯାଇଥିଲା । ସର୍ଭେ ଅନୁସାରେ କମ୍ ଲୋକଙ୍କ ଦେହରେ ଆଂଟିବଡି ରହିଛି । ଅନ୍ୟ ସହର ତୁଳନାରେ ଭୁବନେଶ୍ୱର କମ୍ ପ୍ରଭାବିତ ହୋଇଛି । ଏବେ ରାଜଧାନୀରେ ସଂକ୍ରମଣ ଶୀର୍ଷରେ ରହିଛି ବୋଲି ଆଜି ବିଏମ୍‌ସି କମିଶନର ସାମ୍ବାଦିକ ସମ୍ମିଳନୀରେ…

‘୧୦ ଦିନରେ ଭୁବନେଶ୍ୱରରେ ୧୨୬୨ ସଂକ୍ରମିତ’

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ତାର କାୟା ବିସ୍ତାର କିରିବାରେ ଲାଗିଛି । ସ୍ଥିତି ପୁରା ଅଣାୟତ୍ତ ହେବାରେ ଲାଗିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ବଢ଼ୁଛି । ଗତ ୧୦ ଦିନରେ ଭୁବନେଶ୍ୱରରେ ୧୨୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି…

ବସ୍ତି ଅପେକ୍ଷା ଭୁବନେଶ୍ୱରରେ ଅଣବସ୍ତିରେ କରୋନା ସଂକ୍ରମଣ ଅଧିକ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗରମ ନିଗମ ଅଞ୍ଚଳରେ ୧ ହଜାର ୮୨୮ କରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି । ବସ୍ତି ଅପେକ୍ଷା ଅଣବସ୍ତି ଅଞ୍ଚଳରେ ଅଧିକ ସଂକ୍ରମିତ ରହିଛନ୍ତି । ଏହି ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱର ବସ୍ତି ଅଞ୍ଚଳରୁ ଚିହ୍ନଟ…

ରାଜଧାନୀରେ ହେବ ରାପିଡ ଆଣ୍ଟିବଡି ଟେଷ୍ଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ପ୍ରତିଦିନ ଲୋକାଲ୍ କେସ୍ ଅଧିକ ବାହାରୁ ଥିବାରୁ ବିଏମ୍‌ସି ପକ୍ଷରୁ ଏହାର ମୁକାବିଲା କରିବା ପାଇଁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ଚଳିତ ସପ୍ତାହରୁ ଭୁବନେଶ୍ବରରେ ରାପିଡ୍…

ଭୁବନେଶ୍ୱରରେ ଆଉ ୪୫ ପଜିଟିଭ ଚିହ୍ନଟ, ୩୧ ସୁସ୍ଥ

ଭୁବନେଶ୍ୱର: ଆଜି ଭୁବନେଶ୍ୱରୁ ପୁଣି ପଜିଟିଭ ବାହାରିଛନ୍ତି । ଗୋଟିଏ ଦିନରେ ସର୍ବାଧିକ ୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୩୭ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୮ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୩୧ଜଣ ସୁସ୍ଥ ହୋଇଛନ୍ତି। ଚିହ୍ନଟ ହୋଇଥିବା…

ଭୁବନେଶ୍ୱରରେ ୬ ନୂଆ ସଂକ୍ରମିତ, ୧୯ ସୁସ୍ଥ

ଭୁବନେଶ୍ୱର: କିଛି ଦିନ ହେଲା ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଆଜି ଆଶ୍ୱସ୍ତିକର ଖବର ଆସିଛି। ଆଜି ଭୁବନେଶ୍ୱରରେ ୬ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ୧୯ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବିଏମସିର ସୂଚନା ଅନୁସାରେ,…