ଭୁବନେଶ୍ୱରରେ ଆଉ ୬ ପଜିଟିଭ, ୧୧ ସୁସ୍ଥ
ଭୁବନେଶ୍ୱର: ଆଜି ଭୁବନେଶ୍ୱରରୁ ଆଉ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସମ୍ପୃକ୍ତ ସଂକ୍ରମିତଙ୍କ ମଧ୍ୟରେ ହୋମ୍ କ୍ୱାରେଂଟିନ୍ର ଜଣେ ଥିବାବେଳେ ୫ ଜଣ ଲୋକାଲ କଣ୍ଟାକ୍ଟ କେସ୍ ରହିଛି । ଏନେଇ ଭୁବନେଶ୍ୱର ମହାନଗର ନିଗମ ଟ୍ୱିଟ କରି ସୂଚନା ଦେଇଛି ।
ଜଣେ ୫୬ ବର୍ଷୀୟ ରେଲୱେ କର୍ମଚାରୀ…