ଖୋଲିଲା ମାର୍କେଟ ବିଲ୍ଡିଂ ହେଲେ ବଢ଼ିଲା କଟକଣା
ଭୁବନେଶ୍ୱର: ଖୋଲିଲା ମାର୍କେଟ ବିଲ୍ଡିଂ । ରଜ ପୂର୍ବରୁ ସିଲ୍ ହୋଇଥିବା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂ ପୁଣି ଥରେ ଖୋଲିଛି । ବିଭିନ୍ନ ସର୍ତ୍ତ ରଖି ବିଏମ୍ସି ପକ୍ଷରୁ ବୁଧବାର ମାର୍କେଟ ବିଲ୍ଡିଂ ଖୋଲିବାକୁ ଅନୁମତି ଦେଇଛି ବିଏମ୍ସି । ବିଏମ୍ସି ଜାରି କରିଥିବା ନିର୍ଦ୍ଦେଶାବଳିକୁ…