Latest Odisha News

BREAKING NEWS

Browsing Tag

BMC

ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ

ଭୁବନେଶ୍ୱର: ଜୁଲାଇ ଶେଷ ସୁଦ୍ଧା ପୂରଣ ହେଲା ଟାର୍ଗେଟ । ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଶତ ପ୍ରତିଶତ ଟିକାକରଣ ହୋଇଛି । ଗତକାଲି ସୁଦ୍ଧା ଭୁବନେଶ୍ୱରରେ ୧୮ଲକ୍ଷ ୩୫ହଜାର ୯୦୩ ଡୋଜ୍ ଟିକା ଦିଆଯାଇଛି । ସେଥିରୁ ପ୍ରଥମ ଡୋଜ୍ ଟିକା ନେଇଛନ୍ତି ୧୦ଲକ୍ଷ ୫୯ହଜାର ୭୫୩ ଜଣ । ୭ଲକ୍ଷ ୭୬ହଜାର…

୧୮-୪୪ ବର୍ଗଙ୍କ ଟିକାକରଣ ପାଇଁ ୭ଟାରୁ ସ୍ଲଟ ବୁକିଂ ଆରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ପକ୍ଷରୁ ରାଜଧାନୀରେ ୧୮-୪୪ ବୟସ ବର୍ଗଙ୍କ (ପ୍ରଥମ ଡୋଜ୍) ପାଇଁ ନୂଆ ସ୍ଲଟ୍ ବୁକିଂ ଘୋଷଣା କରାଯାଇଛି। ଆଜି ରାତି ୭ ଟାରୁ ସ୍ଲଟ ବୁକିଂ ଆରମ୍ଭ ହେବ। ଏନେଇ ଟ୍ବିଟ ଯୋଗେ ସୂଚନା ଦେଇଛି ବିଏମସି। ବିଏମସିର ଟ୍ବିଟ…

ବନ୍ଦ ହେଲା ଭୁବନେଶ୍ୱରର ଏକ ନମ୍ବର ହାଟ

ଭୁବନେଶ୍ୱର: କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ କାର୍ଯ୍ୟାନୁଷ୍ଠାନ । ଆଜି ବିଏମସି ପକ୍ଷରୁ ଆଜି ୧ ନମ୍ବର ହାଟକୁ ଆସନ୍ତା ଜୁଲାଇ ୧ ତାରିଖ ଯାଏଁ ସିଲ୍ କରାଯାଇଛି । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି । ଏହି ସମୟରେ…

ଭୁବନେଶ୍ୱରରେ ଟିକାକରଣ ପାଇଁ ନୂଆ ନିୟମ

ଭୁବନେଶ୍ୱର: ଭୁବନେଶ୍ୱରରେ ୧୮ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ ପ୍ରଥମ ଡୋଜ୍ ସକାଳ ସେସନରେ ଏବଂ ଦ୍ୱିତୀୟ ଡୋଜ ଅପରାହ୍ନ ସେସନରେ ଦିଆଯିବ। ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) କମିଶନର ସଞ୍ଜୟ ସିଂ ଶୁକ୍ରବାର ଦିନ ଗଣମାଧ୍ୟମକୁ ଏନେଇ ସୂଚନା ଦେଇଛନ୍ତି। ତାଙ୍କ…

ରାଜଧାନୀରେ କରୋନା ରୋଗୀଙ୍କ ଘରେ ଅକ୍ସିଜେନ ପହଞ୍ଚାଇବ ବିଏମ୍‌ସି

ଭୁବନେଶ୍ୱର: ଏଣିକି ରାଜଧାନୀ ଭୁବନେଶ୍ବରରେ କରୋନା ରୋଗୀଙ୍କ ଘରେ ପହଞ୍ଚିବ ଅକ୍ସିଜେନ୍‌ କନ୍‌ସେନ୍‌ଟ୍ରେଟର। ଘରେ ଥାଇ ବି ରୋଗୀ ପାଇପାରିବେ ଚିକିତ୍ସା ସୁବିଧା। ସୋମବାରଠାରୁ ବିଏମ୍‌ସି ଏହି ପ୍ରକ୍ରିୟା ଆରମ୍ଭ କରିବ। କରୋନା ରୋଗୀଙ୍କ ଘରେ ପହଞ୍ଚାଇବ ଅକ୍ସିଜେନ୍‌। ଏ ନେଇ ଆଜି…

ଆଜି ବି ୧୧ ଶହ ପାର୍, ରାଜଧାନୀରୁ ଆଉ ୧୧୮୬ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ୧୧ ଶହ ଉପରେ ରହୁଛି ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ରାଜଧାନୀରୁ ୧୧୮୬ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୪୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୦୪୪ଟି ସ୍ଥାନୀୟ ସଂକ୍ରମଣ ମାମଲା ଆସିଛି ।…

ରାଜଧାନୀରୁ ଆଉ ୧୧୨୦ ସଂକ୍ରମିତ ଚିହ୍ନଟ, ଆକ୍ଟିଭ୍ କେସ୍ ୧୨ ହଜାର ପାର୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ଥରେ ଦୈନିକ ସଂକ୍ରମଣ ମାମଲା ୧୧ ଶହ ପାର୍ କରିଛି । ଗତ ୨୪ ଘଣ୍ଟାରେ ବିଏମସି ଅଞ୍ଚଳରୁ ୧୧୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୨୮ ଜଣ ସୁସ୍ଥ ହୋଇଛନ୍ତି । ଚିହ୍ନଟ ୧୧୨୦ ସଂକ୍ରମିତଙ୍କ ମଧ୍ୟରୁ ୧୫୯ଟି କ୍ୱାରେଣ୍ଟାଇନ୍ କେସ୍ ହୋଇଥିବା…

ପୁଣି ୫ ଦିନ ପରେ ଭୁବନେଶ୍ୱରରେ ୧୧ ଶହ ଟପିଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର: ୫ ଦିନର ବ୍ୟବଧାନ ପରେ ବିଏମସି ଅଞ୍ଚଳରେ ଦୈନିକ ସଂକ୍ରମଣ ମାମଲା ପୁଣି ଥରେ ୧୧ ଶହ ଟପିଛି । ଆଜି ଭୁବନେଶ୍ୱରରୁ ୧୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୯୬୭ ଜଣ ସଂକ୍ରମିତ ଚିହ୍ନଟ…

ବରିଷ୍ଠ ନାଗରିକଙ୍କ ପାଇଁ ବିଏମସିର ପଦକ୍ଷେପ; ୧୯୨୯କୁ କଲ୍ କରି ଘରେ କରିପାରିବେ କରୋନା ଟେଷ୍ଟିଂ

ଭୁବନେଶ୍ୱର: ଭୁବନେଶ୍ୱର: ରାଜଧାନୀରେ କରୋନା ସଂକ୍ରମଣ ସ୍ଥିତି ନେଇ ବିଏମସିର ନୂତନ କମିଶନର ସଞ୍ଜୟ ସିଂ ପ୍ରେସମିଟରେ ସୂଚନା ଦେଇଛନ୍ତି । ଲକଡାଉନ୍ ଓ ସଟଡାଉନ୍ ମାନି ଚଳିବା । କରୋନାର କୌଣସି ଲକ୍ଷଣ ଦେଖାଗଲେ ଏଡ଼ାଇ ଯାଆନ୍ତୁ ନାହିଁ । ବିଏମସିର ୧୯୨୯ କଲ୍ ସେଣ୍ଟର କାର୍ଯ୍ୟକ୍ଷମ ରହିଛି ।…

ରାଜଧାନୀରେ ୮ ହଜାର ଟପିଲା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ଶନିବାର ରାଜଧାନୀରେ ଚିହ୍ନଟ ୧୦୯୩ଟି ନୂଆ ମାମଲା ସହ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ଟପିଛି । ଶନିବାର ୧୨୧ ଜଣ ସଂକ୍ରମିତ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୯୭୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ସେହିଭଳି ଦିନକରେ ୫୦୯ ଜଣ କରୋନାରୁ ସୁସ୍ଥ…