Latest Odisha News

BREAKING NEWS

Browsing Tag

BMC

ରାଜଧାନୀରେ ଆରମ୍ଭ ‘ମୋ ଖତ’ର ବିକ୍ରୟ

ଭୁବନେଶ୍ୱର: ରାଜଧାନୀରେ ଜୈବିକ ସାର 'ମୋ ଖତ’ ବିକ୍ରୟର ଶୁଭାରମ୍ଭ ହୋଇଛି । ଏହାକୁ । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହାର ଶୁଭରମ୍ଭ କରିଛନ୍ତି । ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳର ପରିମଳରୁ ଏହି ‘ମୋ ଖତ’ ପ୍ରସ୍ତୁତ ହେଉଛି । ବିଏମସି ପକ୍ଷରୁ ସହରର ଆବର୍ଜନା…

ଭୁବନେଶ୍ୱରରେ କମୁଛି କରୋନା ପଜିଟିଭ କେସ୍‌

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କମୁଛି କରୋନା । ଧୀରେ ଧରରେ ପଜିଟିଭ ସଂଖ୍ୟା ହ୍ରାସ ପାଉଛି । ଗତ କିଛି ଦିନ ହେବ ରାଜଧାନୀରେ ଶହେ ତଳକୁ କରୋନା ରୋଗୀ ବାହାରୁଛନ୍ତି । ଗତ ୨୪ ଘାଂଟାରେ ୫୭ଟି ନୂଆ ମାମଲା ସାମ୍ନାକୁ ଆସିଛି । ସେଥିମଧ୍ୟରୁ ସଙ୍ଗରୋଧରୁ ୧୧ ଓ ସ୍ଥାନୀୟ ଅଂଚଳରୁ ୪୬ ଜଣ…

ରାଜଧାନୀରେ କମିଲା ବାୟୁ ପ୍ରଦୂଷଣ

ଭୁବନେଶ୍ୱର: ରାଜଧନୀ ଭୁବନେଶ୍ୱରରେ କମିଲା ବାୟୁ ପ୍ରଦୂଷଣ । ଦୀପାବଳି ପରେ ଭୁବନେଶ୍ୱରର ବାୟୁ ପ୍ରଦୂଷଣ କମିଛି । ମିଳିଛି ବାଣ ଫୁଟ ବନ୍ଦ ହେବାର ସୁଫଳ । ଲୋକେ ମାନିଛନ୍ତି କଟକଣା । ଫଳରେ ଦୀପାବଳିରେ ରାଜଧାନୀରେ କିଛି ପରିମାଣରେ କମିଛି ପ୍ରଦୂଷଣ ସ୍ତର । ଭୁବନେଶ୍ୱରର ୪ଟି ସ୍ଥାନରେ…

ଭୁବନେଶ୍ୱରରେ ୬୦ ତଳକୁ ଖସିଲା କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର: ହାରୁଛି କରୋନା ଜିତୁଛି ଓଡ଼ିଶା । ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ । ଏହି କ୍ରମରେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଦୈନିକ ସଂକ୍ରମଣ ସଂଖ୍ୟା ୬୦ ତଳକୁ ଖସିଛି । ଗତ ୨୪ ଘଂଟାରେ ଭୁବନେଶ୍ୱରରେ ୫୯ଟି ନୂଆ ମାମଲା ସାମ୍ନାକୁ ଆସିଛି । Update on newly detected #COVID19…

ରାଜଧାନୀରେ କମୁଛି କରୋନା ସଂକ୍ରମଣ, ଆଉ ୬୪ ପଜିଟିଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କମୁଛି କରୋନା ସଂକ୍ରମଣ ସଂଖ୍ୟା । ଗତ ୨୪ ଘଂଟାରେ ଶହେ ତଳେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱରରୁ ବାହାରିଛନ୍ତି ଆଉ ୬୪ ଜଣ କରୋନା ପଜିଟିଭ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୬୪୭ରେ ପହଞ୍ଚିଛି । Update…

ଭୁବନେଶ୍ୱରରେ କମୁଛି ସଂକ୍ରମଣ, ବଢ଼ୁଛି ସୁସ୍ଥ ହାର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଧୀରେ ଧୀରେ ଖସୁଛି କରୋନା ଗ୍ରାଫ । କମୁଛି ସଂକ୍ରମଣ, ବଢ଼ୁଛି ସୁସ୍ଥ ହାର । ଗତ ୨୪ ଘଂଟାରେ ରାଜଧାନୀରେ ଶହେ ତଳେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱରରୁ ୭୫ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୧୪ ଜଣ ସଙ୍ଗରୋଧ କେନ୍ଦ୍ରର…

ରାଜଧାନୀରେ କମୁଛି କରୋନା, ହେଲେ କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ତଳମୁହାଁ ହେଉଛି କରୋନା । ଗତ କିଛି ଦିନ ହେବ ଲଗାତର ଶହେ ତଳେ କରୋନା ରୋଗୀ ଚିହ୍ନଟ ହେଉଛନ୍ତି । ତେବେ କରୋନା ରୋଗୀଙ୍କ ସଂଖ୍ୟା କମିଥିବା ବେଳେ ସ୍ଥାନୀୟ ସଂକ୍ରମଣ କିନ୍ତୁ କମୁନାହିଁ । ଏଠାରେ କ୍ୱାରେଂଟାଇନ୍ ଅପେକ୍ଷା ଲୋକାଲ କଂଟାକ୍ଟ କେସ୍ ଅଧିକ…

‘ବିସର୍ଜନ ନିୟମ ଭାଙ୍ଗିଲେ ହେବ କଡା କାର୍ଯାନୁଷ୍ଠାନ’

ଭୁବନେଶ୍ୱର: କରୋନା କାଳରେ ପାଳିତ ହେଉଛି ଦୁର୍ଗା ପୂଜା । କୋଭିଡ ଗାଇଡଲାଇନ୍ ପାଳନ ସହ ବିନା ଭକ୍ତରେ ମା’ଙ୍କ ପୂଜା ପାଳିତ ହେଉଛି । ତେବେ ମୂର୍ତ୍ତି ବିସର୍ଜନ ପାଇଁ ମଧ୍ୟ କଡା କଟକଣା ଲାଗୁ ହୋଇଛି । କଡା ନିୟମ ଲାଗୁ କରିଛି ବିଏମ୍‌ସି । ମୂର୍ତ୍ତି ବିସର୍ଜନ ପାଇଁ ପ୍ରତିବର୍ଷ ଭଳି ଚଳିତ…

ରାଜଧାନୀରେ ୨୩୯ ପଜିଟିଭ, ୩୦୨ ସୁସ୍ଥ

ଭୁବନେଶ୍ୱର: ରାଜଧାନୀରୁ ବାହରିଲେ ପୁଣି ପଜିଟିଭ । ଗତ ୨୪ ଘଂଟାରେ ଭୁବନେଶ୍ୱରରୁ ୨୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ହଜାର ୯୦୯ରେ ପହଂଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କ୍ୱାରେଂଟାଇନ୍ ସେଂଟରରୁ ୬୩…

ସମୟ ପୂର୍ବରୁ ଖୋଲିଲା ଅପରାଜିତାଙ୍କ ଅଫିସ, ସାଂସଦ କହିଲେ, ସିଲ୍ କରିବା ବେଆଇନ୍‌

ଭୁବନେଶ୍ୱର: ନିର୍ଦ୍ଧାରିତ ସମୟ ପୂର୍ବରୁ ଖୋଲିଲା ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଅଫିସ୍ । କୋଭିଡ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ବିଏମ୍‌ସି ତାଙ୍କ ଅଫିସକୁ ୧୫ ଦିନ ପାଇଁ ସିଲ୍ କରିଥିଲା । ହେଲେ ଆଜି ହଠାତ ତାଙ୍କ ଅଫିସକୁ ବିଏମ୍‌ସି ଖୋଲିଛି । ସେପଟେ ଏନେଇ ପ୍ରତିକ୍ରିୟା ରଖିଛନ୍ତି…