Latest Odisha News
Browsing Tag

board of secondary education

ନବମ ଏବଂ ଦଶମ ଶ୍ରେଣୀ ପିଲା ପଢ଼ିବେ ନୂଆ ବିଷୟ

କଟକ: ନବମ ଏବଂ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ପାଠ୍ୟକ୍ରମରେ ଯୋଡ଼ି ହେବ ନୂଆ ବିଷୟ । ଆସ୍ପିରେସନାଲ୍ କମ୍ପୋନେଣ୍ଟ ନାମରେ ନୂଆ ବିଷୟ ପାଠ୍ୟକ୍ରମ ଯୋଡ଼ାଯିବ । ଏନେଇ ପ୍ରେସମିଟରେ ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଚଳିତ ବର୍ଷ ନବମ ଶ୍ରେଣୀରୁ ଆରମ୍ଭ ହେବ ନୂଆ ପାଠ୍ୟକ୍ରମ । ଆସନ୍ତା…

ମାଟ୍ରିକ ରେଜଲ୍ଟରେ ଅସନ୍ତୋଷ ଛାତ୍ରଛାତ୍ରୀଙ୍କ ପାଇଁ ବିକଳ୍ପ କେବଳ ଅଫଲାଇନ୍ ପରୀକ୍ଷା, ସ୍ପଷ୍ଟ କଲେ ବୋର୍ଡ…

କଟକ: ରାଜ୍ୟରେ କରୋନା ଯୋଗୁ ମାଟ୍ରିକ ପରୀକ୍ଷା ବାତିଲ ହେଲା । ବିକଳ୍ପ ମୂଲ୍ୟାୟନ ଆଧାରରେ ରେଜଲ୍ଟ ପ୍ରକାଶ ପାଇବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅସନ୍ତୋଷର ନିଆଁ ଜଳିଛି । ଛାତ୍ରଛାତ୍ରୀ ଓ ଅଭିଭାବକ ରେଜଲ୍ଟକୁ ନେଇ ନାଖୁସ୍ । ଗତକାଲି ବିଭିନ୍ନ ସ୍ଥାନରେ ବିକ୍ଷୋଭ ପରେ ଆଜି ପ୍ରେସମିଟର…

ଫେବ୍ରୁଆରୀ ୧୦ ଯାଏଁ ବଢ଼ିଲା ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣର ସମୟ ସୀମା

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ କର୍ତ୍ତୃପକ୍ଷ ଦଶମ ଶ୍ରେଣୀ ପରୀକ୍ଷା ପାଇଁ ଫର୍ମ ପୂରଣର ସମୟସୀମାକୁ ଆସନ୍ତା ୧୦ ତାରିଖ ଯାଏଁ ବୃଦ୍ଧି କରିଛନ୍ତି । ପୂର୍ବରୁ ଫେବ୍ରୁଆରୀ ୨ ତାରିଖ ଫର୍ମ ପୂରଣ ପାଇଁ ଶେଷ ତାରିଖ ଥିଲା । ଆସନ୍ତା ମେ ୩ରୁ ୧୫ ଯାଏଁ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ…

ଆଜି ପ୍ରକାଶ ପାଇବ OSSTET ପରୀକ୍ଷା ରେଜଲ୍ଟ

ଭୁବନେଶ୍ୱର: ଆଜି ଓଏସ୍‌ଏସ୍‌ଟିଟି ତଥା ଓଡ଼ିଶା ସେକେଣ୍ଡାରୀ ଟିଚର ଏଲିଜିବିଲିଟି ଟେଷ୍ଟ ପରୀକ୍ଷାର ପ୍ରକାଶ ପାଇବ ରେଜଲ୍ଟ । ପରୀକ୍ଷାର୍ଥୀ www.osstet.co.in ଦେଖିପାରିବେ ନିଜ ରେଜଲ୍ଟ । ନିଜ ମେଲ୍ ଆଇଡି ଓ ପାସ୍‌ୱାର୍ଡ ଦେଇ ପରୀକ୍ଷାର୍ଥିମାନେ ମୋବାଇଲ୍‌ରେ ନିଜ ପରୀକ୍ଷା ଫଳ ଦେଖିହେବ ।…

ଜୁଲାଇ ଶେଷ ସୁଦ୍ଧା ବାହାରିବ ମାଟ୍ରିକ ରେଜଲ୍ଟ: ମନ୍ତ୍ରୀ

ଭୁବନେଶ୍ୱର: ଜୁଲାଇ ଶେଷ ସୁଦ୍ଧା ବାହାରିବ ମାଟ୍ରିକ ରେଜଲ୍ଟ । କଟକ ବୋର୍ଡ କାର‌୍ୟ୍ୟାଳୟରେ ବସିଥିବା ବୈଠକରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଏନେଇ ସୂଚନା ଦେଇଛନ୍ତି । ଖାତାଦେଖା ନେଇ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ମନ୍ତ୍ରୀ ଏନେଇ ସୂଚନା ଦେଇଛନ୍ତି । ଚଳିତ ବର୍ଷ କରୋନା ପାଇଁ…

ଜୁନ୍ ଶେଷ ସପ୍ତାହରେ ଅନୁଷ୍ଠିତ ହେବ ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ : ଓଡିଶାରେ ମ୍ୟାଟ୍ରିକ୍ ରେଜଲ୍ଟ ମଙ୍ଗଳବାର ଦିନ ପ୍ରକାଶ ପାଇଥିବାବେଳେ ଜୁନ୍ ମାସ ଶେଷ ସପ୍ତାହ ବେଳକୁ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ନିଷ୍ପତ୍ତି ଗ୍ରହଣ କରିଛି । “ଯେଉଁ ଛାତ୍ରମାନେ ପରୀକ୍ଷାରେ କୃତକାର୍ଯ୍ୟ ହୋଇପାରିନାହାନ୍ତି…

ମେ’ ୩ୟ ସପ୍ତାହରେ ପ୍ରକାଶ ପାଇବ ମ୍ୟାଟ୍ରିକ୍ ରେଜଲ୍ଟ୍

ଭୁବନେଶ୍ୱର : ଚଳିତ ବର୍ଷ ମାଟ୍ରିକ ରେଜଲ୍ଟ ମେ’ ମାସ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦର ବରିଷ୍ଠ ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି। ମ୍ୟାଟ୍ରିକ୍ ପରୀକ୍ଷା ଫଳାଫଳ ମେ’ ପ୍ରଥମ ସପ୍ତାହରେ ପ୍ରକାଶିତ ହେବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଥିଲେ ମଧ୍ୟ…