Latest Odisha News
Browsing Tag

Body

ଆଜି ବିଶ୍ୱ ଚକୋଲେଟ୍ ଦିବସ: ହାପ୍ପି ଚକୋଲେଟ୍ ଡେ

ଭୁବନେଶ୍ୱର (ଦେବଦତ୍ତ ରଥ) :  ଆଜି ଆଜି ବିଶ୍ୱ ଚକୋଲେଟ୍ ଡେ' (ଚକୋଲେଟ୍ ଦିବସ)। ୧୯୫୦ ମସିହାରେ ପ୍ରଥମେ ୟୁରୋପରେ ଚକୋଲେଟ୍ ଡେ' ପାଳନ କରାଯାଇଥିଲା। ତେବେ, ୨୦୦୯ ମସିହାରୁ ବିଶ୍ୱ ଚକୋଲେଟ୍ ଡେ' ପାଳନ ଆରମ୍ଭ ହେଲା। ଏମିତିରେ ଫେବୃଆରୀ ମାସରେ ଭାଲେଣ୍ଟାଇନ୍ସ ସପ୍ତାହ ପାଳନ ବେଳେ ୯…

କୁଆଖାଇ ନଦୀରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ

ଭୁବନେଶ୍ୱର: ଭୁବନେଶ୍ୱରର ଉପକଣ୍ଠରେ ଥିବା କୁଆଖାଇ ନଦୀରୁ ରବିବାର ଦିନ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ପ୍ରାପ୍ତ ସୂଚନାନୁଯାୟୀ ବାଲିଅନ୍ତା ଅନ୍ତର୍ଗତ ବାଙ୍କୁଆଳ ନିକଟରେ ଜଣେ ଯୁବକଙ୍କର ମୃତଦେହ ଭାସୁଥିବା ନେଇ ସ୍ଥାନୀୟ ବାସିନ୍ଦା ଦେଖିବାକୁ ପାଇଥିଲେ । ପରେ ଏନେଇ…

ଆଜି ଭୁବନେଶ୍ୱରରେ ପହଞ୍ଚିବ କଳ୍ପନା ଦାଶଙ୍କ ମରଶରୀର

ଭୁବନେଶ୍ୱର : ଓଡିଶାର ପ୍ରଥମ ମହିଳା ପର୍ବତାରୋହୀ କଳ୍ପନା ଦାଶଙ୍କ ପାର୍ଥୀବ ଶରୀର ଶନିବାର ଦିନ କାଣ୍ଠମାଣ୍ଡୁରୁ ଆସି ରାତି ପ୍ରାୟ ୯ଟା ବେଳେ ଭୁବନେଶ୍ୱରରେ ପହଞ୍ଚିବ । କଳ୍ପନାଙ୍କ ଅନ୍ତିମ ଦର୍ଶନ ନିମନ୍ତେ ରାଜ୍ୟ କ୍ରୀଡା ଓ ଯୁବ ସେବା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।…