Latest Odisha News

BREAKING NEWS

Browsing Tag

Body of OUAT Assistant Professor

ଓୟୁଏଟିର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଓୟୁଏଟି ପ୍ରଫେସରଙ୍କ ସନ୍ଦେହଜନକ ମୃତ୍ୟୁ । ଷ୍ଟାଫ୍ କ୍ୱାର୍ଟର୍ସ ଭିତରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ନାଁ ବାସନ୍ତୀ ଜେନା । ଗତକାଲି ବିଳମ୍ବିତ ରାତିରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି ମୃତଦେହ । ଅଧିକ ଖୋଳତାଡ କରୁଛି ଖଣ୍ଡଗିରି ଥାନା ପୋଲିସ ।…