Latest Odisha News

BREAKING NEWS

Browsing Tag

Bolangir

ବ୍ରିଜ ଉପରେ ଗାଡି ରଖି ନଈକୁ ଡେଇଁ ପଡିଲେ ଦୁଇ ଯୁବତୀ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ତୁସରା ଅଞ୍ଚଳର ତେଲ ନଦୀ ବ୍ରିଜରୁ ଦୁଇଜଣ ଯୁବତୀ ଗୁରୁବାର ଦିନ ଡେଇଁ ଆତ୍ମହତ୍ୟା କରିଛନ୍ତି। ଯାହା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର କାରଣ ପାଲଟିଛି । ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ମୁତାବକ, ଆଜି ସକାଳେ ଦୁଇଜଣ ଯୁବତୀ ସ୍କୁଟି ଯୋଗେ ବ୍ରିଜ ଉପରେ ପହଞ୍ଚିଥିଲେ।…

୧୮ ଶହ ବୋତଲ କଫ୍ ସିରପ ଜବତ, ଜଣେ ଗିରଫ

ବଲାଙ୍ଗିର: ରାଜ୍ୟରେ ବଢ଼ି ଚାଲିଛି ବେଆଇନ୍ କଫ ସିରପ କାରବାର । ବଲାଙ୍ଗିର ସହର ମାଲପଡାରୁ ୧୮ ଶହ ବୋଲତ କଫ ସିରଫ ଜବତ ହୋଇଛି । ଯାହାର ଅନୁମାନିକ ମୂଲ୍ୟ ୩ ଲକ୍ଷ ଟଙ୍କାରୁ ଅଧିକ ହେବ । ଏହି ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ଜଗବନ୍ଧୁ ମହେର । ଗତକାଲି…

ବଲାଙ୍ଗିର ଜିଲ୍ଲା ୪ ଦିନ ସଟ୍‌ଡାଉନ୍‌

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ଦିନକୁ ଦିନ ବଢ଼ୁଛି କରୋନା ସଂକ୍ରମଣ । ଏଥିପାଇଁ ସ୍ଥିତି ନିୟନ୍ତ୍ରଣ ଲାଗି ଜିଲ୍ଲା ପ୍ରଶାସନ ପୁଣି ଥରେ କଡା ପଦକ୍ଷେପ ନେଇଛି । ଜିଲ୍ଲାକୁ ୪ ଦିନିଆ ସଟଡାଉନ ଘୋଷଣା କରାଯାଇଛି । ଆସନ୍ତା ୮ ତାରିଖରୁ ୧୧ ପର‌୍ୟ୍ୟନ୍ତ ଜିଲ୍ଲା ସମ୍ପୂର୍ଣ୍ଣ ସଟ୍ ଡାଉନ୍ ରହିବ ।…

ପଶ୍ଚିମ ଓଡ଼ିଶାରେ ମାଡୁଛି କରୋନା, ଫୋକସରେ S-S-B ଜିଲ୍ଲା

ଭୁବନେଶ୍ୱର: ଦକ୍ଷିଣ ପରେ ପଶ୍ଚିମ ଓଡ଼ିଶାରେ ମାଡ଼ି ମାଡ଼ି ଚାଲିଛି କରୋନା ଚେର । ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବରେ ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ପଜିଟିଭ୍ କେସ ଶତକ ପାର କରିଥିବା ବେଳେ ବରଗଡ଼ ଜିଲ୍ଲାରୁ ୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ବଜ୍ରାଘାତରେ ୩ ମହିଳା ମୃତ

ବଲାଙ୍ଗିର: ବଜ୍ରପାତରେ ଗଲା ୩ ମହିଳାଙ୍କ ଜୀବନ। ଏପରି ଘଟଣା ବଲାଙ୍ଗିର ଜିଲ୍ଲା ସଦର ବ୍ଲକ ବଡ଼ତେଲେନପାଲ୍ଲୀ ଗାଁରେ ଘଟିଛି। ୧୦ ଚାଷୀ ଚାଷୀଙ୍କ ଜୀବନ ଅଳ୍ପକେ ବର୍ତ୍ତି ଯାଇଛି। ଆଜି ବଡ଼ତେଲେନପାଲ୍ଲୀ ଗାଁର ଚବିନ ଦରୁଆଙ୍କ ଚାଷ ଜମିରେ ୧୮ରୁ ଅଧିକ ଚାଷୀ କାମ କରୁଥିଲେ। ଦିନ ପ୍ରାୟ ୨ରୁ…

ମାଡ଼ି ଗଲା ଟ୍ରକ୍, ସ୍ତ୍ରୀ ମୃତ ଓ ସ୍ୱାମୀ ଆହତ

ବଲାଙ୍ଗିର: ମେଡିକାଲ୍ ଯିବା ବେଳେ ବାଇକ୍ ଉପରେ ମାଡ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ବଞ୍ଚିଯାଇଛି ସ୍ୱାମୀଙ୍କ ଜୀବନ। ବଲାଙ୍ଗିର ଜିଲ୍ଲା ଟାଉନ୍ ଥାନା ଆଗରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଲେ ଚନ୍ଦନଭାଟି ଗାଁର ରଜନୀ ସାହୁ । ସେ ଆଜି…

ତାମିଲନାଡୁରୁ ଆସୁଛି ସ୍ୱତନ୍ତ୍ର ଟ୍ରେନ୍‌; ଆସନ୍ତାକାଲିଠୁ ବଲାଙ୍ଗୀର ସହରରେ କର୍ଫ୍ୟୁ ଘୋଷଣା

ବଲାଙ୍ଗୀର: ବଲାଙ୍ଗୀର ସହରରେ ଆସନ୍ତାକାଲି କର୍ଫ୍ୟୁ ଘୋଷଣା କରିଛନ୍ତି ଜିଲ୍ଲା ପ୍ରଶାସନ । ଗୁରୁବାର ସକାଳ ୯ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ ସ୍ଥିତି ନେଇ ଆଜି ଘୋଷଣା କରିଛନ୍ତି ବଲାଙ୍ଗୀର ଉପଜିଲ୍ଲାପାଳ । ଗୁରୁବାର ଦିନ ୧୦ଟା ୪୦ରେ ବଲାଙ୍ଗୀର ରେଳ ଷ୍ଟେସନରେ ତାମିଲନାଡୁରୁ…

ବଲାଙ୍ଗିରରେ ଜଳିଗଲା ବିପୁଳ ପରିମାଣର ଧାନଶସ୍ୟ

ବଲାଙ୍ଗିର: ବଲାଙ୍ଗିର ସହରର ଲୋଇସିଂହା ବ୍ଲକ୍ ଅନ୍ତର୍ଗତ ଯୋଗିଶୂର୍ଡା ଗ୍ରାମରେ ଏକ ଧାନଖଳାରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ବହୁ ପରିମାଣର ଧାନ ଶସ୍ୟ ନିଆଁରେ ପୋଡି ପାଉଁଶ ହୋଇ ଯାଇଛି । ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ନିଆଁଲାଗି ପ୍ରାୟ ୨୦୦…