Latest Odisha News
Browsing Tag

Bolbom security

ରାତି ପାହିଲେ ଶ୍ରାବଣର ପ୍ରଥମ ସୋମବାର । ବୋଲବମ ଭିଡ଼ ଲାଗି ଲିଙ୍ଗରାଜ ମନ୍ଦିରରେ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ରାତି ପାହିଲେ ଶ୍ରାବଣ ମାସର ପ୍ରଥମ ସୋମବାର । ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ବୋଲବମ ଭକ୍ତଙ୍କ ଭିଡ଼କୁ ଲକ୍ଷ କରି ଭୁବନେଶ୍ୱର ସହରାଞ୍ଚଳ ପୁଲିସ ତରଫରୁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭୁବନେଶ୍ୱର ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।…