ଆଉ ନାହାନ୍ତି ଲୋକପ୍ରିୟ ଅଭିନେତା-ନିର୍ଦ୍ଦେଶକ ସତୀଶ କୌଶିକ
ମୁମ୍ବାଇ: ବଲିଉଡର ଜଣାଶୁଣା ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକ ଆଉ ନାହାନ୍ତି । ଗତକାଲି ତାଙ୍କର ହୃଦଘାତରେ ପରଲୋକ ହୋଇଯାଇଛି । ୬୭ ବର୍ଷ ବୟସ୍କ ସତୀଶ ୧୦ରୁ ଊର୍ଦ୍ଧ୍ବ ଫିଲ୍ମର ନିର୍ଦ୍ଦେଶନା ସହ ଶତାଧିକ ଫିଲ୍ମରେ ନିଜ ନିଖୁଣ ଅଭିନୟର ଛାପ ଛାଡି ଯାଇଛନ୍ତି । ତାଙ୍କର ଦେହାନ୍ତ…