ମୋ ନମ୍ବର ଯାହା ଥିଲା ସେଇଆ ରହିଛି-ସୋନୁ ସୁଦ
ନୂଆଦିଲ୍ଲୀ: ଡରାଇଲାଣି କରୋନା । ପଡୋଶୀ ଚୀନରେ ଏହାର ଭୟଙ୍କର ରୂପ ଦେଖିବା ପରେ ମନେ ପଡ଼ି ଯାଉଛି ସେଦିନର ଭୟଙ୍କର ଅନୁଭୂତି । ସଟଡାଉନ..ଲକଡାଉନ.. । ଖାଦ୍ୟର ଅଭାବ..ଘର ଅଭାବ.. ଅର୍ଥ ଅଭାବ । ତା ଭିତରେ ଯାନବାହନ ଠପ୍ । ଏସବୁ ନାହିଁ ନାହିଁ ଭିତରେ ଜୀବନ ଅଟକି ଯାଇଥିବା କଥା ମନେ ପଡିଲେ…