ମାନସିକ ବିଷାଦ, ଆମେ ଓ ସୁଶାନ୍ତ ରାଜପୁତ
ଡଃ ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ…
ପାର୍ଥ ବୋଲି ମୋର ସାନ ଭାଇଟେ ଅଛି । ଗଲାବର୍ଷ ଆମେ ହାଇଦ୍ରାବାଦ ଯାଇଥାଉ । ସେ ଯେଉଁ ବିଶ୍ୱବିଦ୍ୟାଳୟରେ ପଢୁଥିଲା, ସେ ବିଶ୍ୱବିଦ୍ୟାଳୟ ବୁଲିବାକୁ ଗଲୁ । ବୁଲୁଥିବା ବେଳେ ଅଚାନକ ମୁଁ ୨୦୧୭ ମସିହାରେ ଯେଉଁ ମାନସିକ…