Latest Odisha News

BREAKING NEWS

Browsing Tag

Bollywood Drugs Link

ଡ୍ରଗ୍ସ ଲିଙ୍କରେ ଆଜି ଏନସିବିରେ ହାଜର ହେବେ ଅର୍ଜୁନ ରାମପାଲ

ମୁମ୍ୱାଇ: ବଲିଉଡର ଡ୍ରଗ୍ସ ଲିଙ୍କର ଖୋଳତାଡ କରୁଥିବା ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋରେ ଆଜି ହାଜର ହେବେ ଅଭିନେତା ଅର୍ଜୁନ ରାମପାଲ । ତାଙ୍କୁ ଏନେଇପୂର୍ବରୁ ନୋଟିସ୍ ହୋଇଥିଲା । ଆଜି ସକାଳ 10ଟାରେ ହାଜର ହେବାକୁ ନିର୍ଦ୍ଦେଶ ରହିଛି । ଗତ ୯ ତାରିଖରେ ତାଙ୍କ ଘରେ ଚଢ଼ାଉ କରିଥିଲା…

ଡ୍ରଗ୍ସ ଲିଙ୍କ: ଏନ୍‌ସିବିରେ ହାଜର ହେବେ ଅର୍ଜୁନ ରାମପାଲ

ମୁମ୍ବାଇ: ବଲିଉଡ ଡ୍ରଗ୍ସ ଲିଙ୍କ ମାମଲାରେ ଛନ୍ଦି ହୋଇଛନ୍ତି ଅଭିନେତା ଅର୍ଜୁନ ରାମପାଲ । ବଲିଉଡ ଓ ଡ୍ରଗ୍ସ ଲିଙ୍କର ତଦନ୍ତ କରୁଥିବା ଏନସିବି ସୋମବାର ଅର୍ଜୁନ ରାମପାଲଙ୍କ ମୁମ୍ବାଇ ସ୍ଥିତ ବାସଭବନରେ ଓ ଅଫିସରେ ରେଡ୍ କରିବା ପରେ ତାଙ୍କ ଡ୍ରାଇଭରକୁ ଗିରଫ କରିଥିଲା। ଆଉ ଏବେ ଅର୍ଜୁନ…

ଫିରୋଜଙ୍କ ପରେ NCB ଜାଲରେ ଫସିଲେ ଅର୍ଜୁନ ରାମପାଲ

ମୁମ୍ବାଇ: ବଲିଉଡର ନାମୀ ପ୍ରଯୋଜକ ଫିରୋଜା ନାଦିଆଦୱାଲାଙ୍କ ପରେ ଏନ୍‌ସିବି ଜାଲରେ ଫସିଲେ ଅଭିନେତା ଅର୍ଜୁନ ରାମାପାଲ । ତାଙ୍କ ମୁମ୍ବାଇ ସ୍ଥିତ ଘରେ ଆଜି ଏନ୍‌ସିବି ଚଢ଼ାଉ କରିଛି । ଆଜି ସକାଳେ ଏନସିବି ଅଧିକାରୀ ଅର୍ଜୁନ ରାମପାଲଙ୍କ ଘରେ ପହଞ୍ଚି ଡ୍ରଗ୍ସ ଖୋଜୁଥିବା ନେଇ ସୂଚନା ମିଳିଛି।…

ଜେଲରୁ ବାହାରିବେ କି ସୌଭିକ୍ ଚକ୍ରବର୍ତ୍ତୀ ? ଆଜି ବେଲ୍ ଆବେଦନର ଶୁଣାଣି

ମୁମ୍ବାଇ: ଡ୍ରଗ୍ସ ଲିଙ୍କରେ ଗିରଫ ପରେ ଜାମିନରେ ଆସିଛନ୍ତି ବଲିଉଡ ଅଭନେତ୍ରୀ ରିୟା ଚକ୍ରବର୍ତ୍ତୀ । ତାଙ୍କ ଭାଇ ସୌଭିକ୍ ଚକ୍ରବର୍ତ୍ତୀ ଏଯାଏ ଜେଲରେ ଅଛନ୍ତି । ସୌଭିକଙ୍କୁ ମିଳିବ କି ବେଲ୍ ? ଆଜି ଜାମିନ ଆବେଦନର ଶୁଣାଣି କରିବେ ବମ୍ବେ ହାଇକୋର୍ଟ । ପୂର୍ବରୁ ତାଙ୍କ ଜାମିନ ଆବେଦନ ଖାରଜ…

ଆଜି NCBରେ ହାଜର ହେବେ ରକୁଲ ଓ କରିସ୍ମା ପ୍ରକାଶ, କାଲି ଦୀପିକା-ସାରା-ଶ୍ରଦ୍ଧାଙ୍କ ପାଳି

ମୁମ୍ବାଇ: ବଲିଉଡର ଡ୍ରଗ୍ସ ଲିଙ୍କକୁ ନେଇ ତନାଘନା ଚଳାଇଛି ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ । ଆଜି ଏନସିବିରେ ହାଜର ହେବେ ରକୁଲ ପ୍ରୀତ ସିଂହ । ପଚରାଉଚରା ପାଇଁ ତାଙ୍କୁ ସମନ କରଯାଇଥିଲା । ଏହାସହ ଦୀପିକା ପାଦୁକୋନଙ୍କ ଟ୍ୟାଲେଣ୍ଟ ମ୍ୟାନେଜର କରିସ୍ମା ପ୍ରକାଶଙ୍କୁ ବି ଆଜି ପଚରାଉଚରା କରିବ…

ଦୀପିକା, ସାରା, ଶ୍ରଦ୍ଧା କପୁର ସମେତ ଏସବୁ ଅଭିନେତ୍ରୀଙ୍କୁ NCBର ସମନ୍

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲା ଓ ଡ୍ରଗ୍ସ ଲିଙ୍କର ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ତଦନ୍ତ ଯେତିକି ଆଗେଉଛି ସାମନାକୁ ଆସୁଛି ନୂଆ ନୂଆ ତଥ୍ୟ । ଡ୍ରଗ୍ସ ଲିଙ୍କରେ ବଢିଛି ବଲିଉଡ୍ ବିୟୁଟି ତଥା ମସ୍ତାନୀ ଗର୍ଲ ଦୀପିକା ପାଦୁକୋନଙ୍କ ଅଡୁଆ । ହାଜର ହେବାକୁ ସମନ କରିଛି…