‘ବଚ୍ଚନ ପାଣ୍ଡେ’ର ସୁଟିଂ ସେଟ୍ରେ ନିଆଁ
ମୁମ୍ବାଇ: ଅକ୍ଷୟ କୁମାରଙ୍କ ଫିଲ୍ମ 'ବଚ୍ଚନ ପାଣ୍ଡେ'ର ସୁଟିଂରେ ମଧ୍ୟ ବ୍ୟସ୍ତ ଅଛନ୍ତି। ଏହି ଚଳଚ୍ଚିତ୍ରରେ ଅକ୍ଷୟଙ୍କ ସହ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜ ଏବଂ କ୍ରିତି ସାନନଙ୍କୁ ଦେଖିବାକୁ ମିଳିବ। ରିପୋର୍ଟ ଅନୁଯାୟୀ ଫିଲ୍ମର ସୁଟିଂ ସେଟରେ ନିଆଁ ଲାଗିଯାଇଛି। କିନ୍ତୁ ଆଶ୍ବସ୍ତିକର କଥା ହେଉଛି…