ଗାନ୍ଧୀ ଜୟନ୍ତୀ ଅବସରରେ ଫିଲ୍ମ ‘ଗଡ୍ସେ’ ନିର୍ମାଣ ନେଇ ମହେଶ ମଞ୍ଜରେକରଙ୍କ ଘୋଷଣା
ମୁମ୍ବାଇ: ଆଜି ଅକ୍ଟୋବର ୨, ମହାତ୍ମା ଗାନ୍ଧୀଙ୍କ ୧୫୨ ତମ ଜନ୍ମ ବାର୍ଷିକୀ। ଏହି ବିଶେଷ ଅବସରରେ ସନ୍ଦୀପ ସିଂ ,ମହେଶ ମଞ୍ଜରେକର ଏବଂ ରାଜ ଶାନ୍ଦିଆଲିଆ ମିଳିତ ଭାବେ ଏକ ନୂଆ ଚଳଚ୍ଚିତ୍ର ଘୋଷଣା କରିଛନ୍ତି।ଏହି ଚଳଚ୍ଚିତ୍ରଟି ମହାତ୍ମା ଗାନ୍ଧୀଙ୍କ ହତ୍ୟା ପଛରେ ଥିବା ନାଥୁରାମ ଗଡ୍ସେଙ୍କ…