ମୁକେଶ ଅମ୍ବାନୀ କିଆରା ଓ ସିଦ୍ଧାର୍ଥଙ୍କୁ କଣ ଉପହାର ଦେଲେ ଜାଣନ୍ତୁ….
ମୁମ୍ବାଇ: ସାତ ଜନ୍ମ ପାଇଁ ସାଥି ବି ଟାଉନ୍ର କ୍ୟୁଟ୍ କପଲ୍ କିଆରା ଓ ସିଦ୍ଧାର୍ଥ । ବର୍ତ୍ତମାନ ଖୁବ୍ ଚର୍ଚ୍ଚାରେ ଅଛନ୍ତି ସିଦ୍ଧାର୍ଥ ଏବଂ କିଆରା । ଉଭୟ ୭ ଫେବୃଆରୀରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିବା ବେଳେ ୧୨ରେ ମୁମ୍ବାଇରେ ଏକ ଗ୍ରାଣ୍ଡ ରିସେପଶନ ପାର୍ଟି ହୋଷ୍ଟ କରିବାକୁ…