ରିଲିଜ ହେଲା ନିର୍ମାତା ରାମ ଗୋପାଳ ବର୍ମାଙ୍କ ଫିଲ୍ମ ‘ଡି କମ୍ପାନୀ’
ନୂଆଦିଲ୍ଲୀ: ନିର୍ଦ୍ଦେଶକ ରାମ ଗୋପାଳ ବର୍ମାଙ୍କ ଗ୍ୟାଙ୍ଗଷ୍ଟର ଫିଲ୍ମ ଡି କମ୍ପାନୀ OTT ପ୍ଲାଟଫର୍ମରେ ମୁକ୍ତିଲାଭ କରିଛି। ଏ ନେଇ ନିର୍ମାତା ରାମ ଗୋପାଳ ବର୍ମା ନିଜେ ଘୋଷଣା କରିଛନ୍ତି। ଏହି ଫିଲ୍ମରେ ଅଭିନେତା ଅଶ୍ୱତ କନ୍ଥ, ପ୍ରଣୟ ଦୀକ୍ଷିତ, ନୈନା ଗାଙ୍ଗୁଲି ଏବଂ ଇରା ମୋର୍…