ଆସନ୍ତା ଜାନୁୟାରୀ ୨୪ ରେ ହାତକୁ ‘ଦି’ହାତ ହେବେ ବରୁଣ!
ନୂଆଦିଲ୍ଲୀ: ବଲିଉଡ ଅଭିନେତା ବରୁଣ ଧାୱନ ଏବଂ ତାଙ୍କ ଗର୍ଲଫ୍ରେଣ୍ଡ ନତାଶା ଦଲାଲ ଖୁବ୍ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ଖବର ଅନୁଯାୟୀ, ଏହି ମାସରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହେବେ। ଉଭୟଙ୍କ ବିବାହକୁ ନେଇ ଦୀର୍ଘ ସମୟ ଧରି ଚର୍ଚ୍ଚା ଲାଗି ରହିଥିଲା। ଯାହା ଶୁଣିବାକୁ…