ଅଭିନେତ୍ରୀ ରାକୁଲ ପ୍ରୀତ୍ କରୋନା ଆକ୍ରାନ୍ତ
ନୂଆଦିଲ୍ଲୀ: କରୋନା ସମଗ୍ର ବିଶ୍ବରେ ଦ୍ରୁତ ଗତିରେ ବ୍ୟାପିଚାଲିଥିବା ବେଳେ ଏବେ ପୁଣି ଜଣେ କଳାକାର କରୋନା କବଳରେ। ବଲିଉଡ ଅଭିନେତ୍ରୀ ରାକୁଲ ପ୍ରୀତ ସିଂ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡିଛି। ରାକୁଲ ହାଇଦ୍ରାବାଦରେ ଅଜୟ ଦେବଗନ ଏବଂ ଅମିତାଭ ବଚ୍ଚନଙ୍କ ଅଭିନୀତ ଆଗାମୀ…