Latest Odisha News
Browsing Tag

Bomb Attack

ନମାଜ ସରୁ ସରୁ ବୋମାମାଡ଼ରେ ଥରିଲା ମସଜିଦ୍, ୨୫ ମୃତ

କରାଚି: ପାକିସ୍ତାନର ପେଶାୱରରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି । ମସଜିଦ ଭିତରେ ହୋଇଥିବା ଆକ୍ରମଣରେ ପ୍ରାୟ ୨୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ମଧ୍ୟାହ୍ନ ନମାଜ ପରେ ଆଫଗାନିସ୍ତାନ ସୀମାକୁ ଲାଗି ରହିଥିବା ପେଶାୱରର ମସଜିଦରେ ଏହି ଆକ୍ରମଣ…

ସ୍ୱାଧୀନ ପ୍ରାର୍ଥୀଙ୍କ ଘର ସାମ୍ନାରେ ଆତଙ୍କରାଜ: ପଥର ମାଡ଼ କରିବା ସହ ବାଇକ୍ ଭାଙ୍ଗି ଚୁର୍‌ମାର୍‌

ବ୍ରହ୍ମପୁର  : ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଗୋଷାଣିନୂଆଗାଁରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି । କିଛି ଦୁର୍ବୃତ୍ତ ରାତି ଅଧରେ ପରାଜିତ ବିଜେପି ଓ ସ୍ୱାଧୀନ ପ୍ରାର୍ଥୀଙ୍କ ଘର ଉପରକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଘର ଉପରକୁ ପଥର ମାଡ଼ କରିବା ସହ ବାଇକ୍ ଭାଙ୍ଗି…

ନିଆଳିରେ ସରପଞ୍ଚଙ୍କ ଘର ଉପରକୁ ବୋମାମାଡ

ନିଆଳି : ନିଆଳିରେ ବୋମାମାଡ ।  ବ୍ରାହ୍ମଣବାଟି ଗ୍ରାମପଞ୍ଚାୟତ ସରପଞ୍ଚ ସଞ୍ଜୟ କୁମାର ରାଉତରାୟଙ୍କ ଘର ଉପରକୁ ବୋମାମାଡ କରିଛନ୍ତି କିଛି ଦୁବୃର୍ତ୍ତ । ଗୋବିନ୍ଦପୁର ଥାନା ବ୍ରାହ୍ମଣ ବାଟି ପଞ୍ଚାୟତ ନବ ନିର୍ବାଚିତ ସରପଞ୍ଚଙ୍କ ଘର ସମ୍ମୁଖରେ ଏହି  ବୋମାମାଡ ହୋଇଛିି । ଶନିବାର ବିଳମ୍ବିତ…

ବ୍ରହ୍ମଗିରି ନାଥପୁରରେ ବୋମାମାଡ଼ ଘଟଣା, ବମ୍ ସ୍କ୍ବାଡର ତଦନ୍ତ, ୩ ଅଟକ

ବ୍ରହ୍ମଗିରି : ସରକାରୀ ଜମିରେ ଘର ନିର୍ମାଣକୁ ନେଇ ପୁରୀ ଜିଲ୍ଲା ସାତପଡ଼ା ଅଞ୍ଚଳର ନାଥପୁରରେ ବୋମାମାଡ଼ ମାମଲାରେ ଆରମ୍ଭ ହୋଇଛି ଛାନବିନ । ଘଟଣାରେ ୩ ଜଣଙ୍କୁ ପୋଲିସ ଅଟକ ରଖିଛି । ଏହାସହ ବମ୍ ସ୍କ୍ବାଡ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି । ସ୍ଥିତି ଉତ୍ତେଜନାପୂର୍ଣ୍ଣ…

ବୋମା ମାଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ

କେନ୍ଦୁଝର : ବିଧାନସଭା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝିଙ୍କ ଗାଡି ଉପରକୁ ବୋମା ମାଡ ଘଟଣା । ଘଟଣାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ରଘୁନାଥ ପଣ୍ଡା ଓରଫ ରାଘବ ପାଣ୍ଡେ ଆଜି ଟାଉନ ପୋଲିସ ଦ୍ୱାରା ଗିରଫ । ସେ ନମୋ ସେନା ଦଳର ସଦସ୍ୟ ହୋଇଥିବା ବେଳେ ତାଙ୍କ ଘର ପଣ୍ଡାପଡ଼ା ଥାନାର ହୁଣ୍ଡା…

ଖୁଣ୍ଟୁଣିରେ ପୋଲିସ ଉପରକୁ ବୋମାମାଡ

ଆଠଗଡ: ଖୁଣ୍ଟୁଣିରେ ପୋଲିସ ଉପରକୁ ବୋମାମାଡ । ଏଥିରେ ଜଣେ ହାବିଲଦାର ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏକ ସିମେଣ୍ଟ କମ୍ପାନୀରେ ବିଦ୍ୟୁତ ସଂଯୋଗ ଦିଆଯିବା ବେଳେ ଏହି ଘଟଣା ଘଟିଛି । ସୂଚନା ଅନୁଯାୟୀ, ଯେଉଁ ସବୁ ଜମି ଉପର ଦେଇ ବିଦ୍ୟୁତ…

ଗଞ୍ଜେଇ କଳିକୁ ନେଇ ଘର ଉପରେ ବୋମା ମାଡ଼ !

ଫୁଲବାଣୀ: ଗଞ୍ଜେଇ କାରବାର ନେଇ ଶତ୍ରୁତାରୁ ଘର ଉପରେ ବୋମାମାଡ଼ । ଏଭଳି ଅଭିଯୋଗ ଆସିଛି ଫୁଲବାଣୀରୁ । ଟାଉନ ଥାନା ଅନ୍ତର୍ଗତ ପିଅନପଡ଼ାର ଟିଟୁନ ସାହୁଙ୍କ ଘର ଉପରେ କିଛି ଦୁର୍ବୃତ୍ତ ବୋମା ଫିଙ୍ଗିଥିଲେ । ଦୁଇଟି ବାଇକରେ ଚାରି ଜଣ ଦୁର୍ବୃତ୍ତ ଆସି ଟିଟୁନଙ୍କ ଘରେ ଉପରେ ବୋମାମାଡ଼ କରି…

ଜଟଣୀ ମୁଣ୍ଡିଆାସାହିରେ ୫ଟି ବୋମାମାଡ଼

ଜଟଣୀ: ଖୋର୍ଦ୍ଧା ଜିଲ୍ଲା ଜଟଣୀ ମୁଣ୍ଡିଆସାହିରେ ଘନଘନ ବୋମାମାଡ଼ । ଗାଁର ରବି ପ୍ରଧାନଙ୍କ ଘର ଉପରେ ଦୁର୍ବୃତ୍ତ ୫ଟି ବୋମା ଫିଙ୍ଗିଛନ୍ତି । ଏଥିରେ ତାଙ୍କ ଘରର ଆଜବେଷ୍ଟସ୍ ଉଡ଼ିଯାଇଛି । ଏଥିରେ ଜଣେ ଆହତ ହୋଇଥିବା ସୂଚନା ମିଳିଛି । ବୋମାମାଡ଼ରେ ରବି ପ୍ରଧାନଙ୍କ ଘରର କାନ୍ଥ ବି ଭାଙ୍ଗି…

ପୂର୍ବତନ କାଉନସିଲରଙ୍କୁ ବୋମା ମାଡ ପଛରେ ସୁପାରୀ କିଲର !

ରାଉରକେଲା: ପୂର୍ବତନ କାଉନସିଲର ଅଶେଷ ମହାନ୍ତିଙ୍କ ଉପରକୁ କେହି ଦୁବୃର୍ତ୍ତ ବୋମା ମାଡ କରିବା ଘଟଣା ଶୁକ୍ରବାର ଦିନ ନୂଆମୋଡ ନେଇଛି । ଏହି ଘଟଣାରେ ସମ୍ପୃକ୍ତି ନେଇ ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ସମେତ ୩ ଜଣକୁ ମଧ୍ୟ ଅଟକ ରଖିଛି ପୋଲିସ । ପ୍ରାପ୍ତ ସୂଚନାନୁଯାୟୀ, ରାଉରକେଲାର ଉଦିତ…

ରାଉରକେଲାରେ ପୂର୍ବତନ କାଉନସିଲରଙ୍କ ଉପରକୁ ବୋମା ମାଡ

ରାଉରକେଲା: ପୂର୍ବତନ କାଉନସିଲର ଅଶେଷ ମହାନ୍ତିଙ୍କ ଉପରକୁ ଗୁରୁବାର ରାତିରେ କେହି ଦୁବୃର୍ତ୍ତ ବୋମା ମାଡ କରିଥିବା ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ, ଘଟଣାଟି ଘଟିଛି ରାଉରକେଲାର ଉଦିତ ନଗର ସ୍ଥିତ ବାସନ୍ତି କଲୋନୀ ଅଞ୍ଚଳରେ । ଦୁଇ ଜଣ ଦୁବୃର୍ତ୍ତ ପୂର୍ବତନ କାଉନସିଲରଙ୍କ ଉପରକୁ ବୋମା…