ଧାମନଗର: ମତସାବ୍ୟସ୍ତ କଲେ ପ୍ରାର୍ଥୀ
ଧାମନଗର: ଧାମନଗରରେ ଚାଲିଛି ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ। ଧାମନଗର ନିର୍ବାଚନମଣ୍ଡଳୀର କାପଡାର ୭୮ ନମ୍ବର ବୁଥରେ ବିଜେଡି ପ୍ରାର୍ଥୀନୀ ଅବନ୍ତି ଦାସ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ।
ସେହିପରି ତିହିଡି କାପଡାର ୭୫ ନମ୍ବର ବୁଥରେ ସ୍ଵାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ…