ଆସାମ ଓ ମିଜୋରାମ ମଧ୍ୟରେ ବଢୁଛି ବିବାଦ
ଗୌହ୍ବାଟି : ଦିନକୁ ଦିନ ଆସାମ ଓ ମିଜୋରାମ ମଧ୍ୟରେ ବଢିବାରେ ଲାଗିଛି ବିବାଦ । ସୀମାରେ ସ୍ଥିତି ସ୍ବାଭାବିକ ଥିବା ବେଳେ ଦୁଇ ରାଜ୍ୟର ସରକାର ଏବେ ସ୍ଥିତି ଉପରେ ନଜର ରଖିଛନ୍ତି । ସେପଟେ ଆକ୍ସନ୍ ମୁଡକୁ ଆସିଛନ୍ତି ଆସାମ ସରକାର । ଆସାମବାସୀଙ୍କ ପାଇଁ ଆସାମ ସରକାର ଏକ ଗାଇଡଲାଇନ୍ ଜାରି…