Latest Odisha News
Browsing Tag

Boudh

ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ

ବୌଦ୍ଧ: ଲାଞ୍ଚ ନେଇ ଧରା ପଡ଼ିଥିଲେ, ଏବେ ୩ ବର୍ଷ ଜେଲରେ କାଟିବେ । ବୌଦ୍ଧ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ କାର୍ଯ୍ୟାଳୟର ପୂର୍ବତନ ସହକାରୀ ଯନ୍ତ୍ରୀ ଭାବଗ୍ରାହୀ ସାମନ୍ତରାୟଙ୍କୁ ଫୁଲବାଣୀ ଭିଜିଲାନ୍ସ କୋର୍ଟ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି । ୩ ବର୍ଷ ଜେଲ୍ ସହ ୫ ହଜାର ଟଙ୍କା ଜରିମାନା…

୩୯ ଲକ୍ଷ ହଡ଼ପ ଅଭିଯୋଗରେ ବନ୍ଧା ହେଲେ ଫ୍ଲିପକାର୍ଟର ୩ କର୍ମଚାରୀ

ବୌଦ୍ଧ: ବନ୍ଧା ହେଲେ ଫ୍ଲିପକାର୍ଟର ୩ କର୍ମଚାରୀ । ପ୍ରାୟ ୩୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ବୌଦ୍ଧ ଜିଲ୍ଲା ପୋଲିସ ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟର ୩ ଜଣ କର୍ମଚାରୀଙ୍କୁ ଗିରଫ କରିଛି । ଏନେଇ ବୌଦ୍ଧ ଏସପି ରାଜ ପ୍ରସାଦ କହିଛନ୍ତି, ୩ ଜଣ କର୍ମଚାରୀ ହବରେ କାମ କରୁଥିବା ବେଳେ ବିଭିନ୍ନ…

ସ୍ତ୍ରୀକୁ କୋଦାଳରେ ହାଣି ହତ୍ୟା କଲା ସ୍ୱାମୀ: ସ୍ୱାମୀ ଫେରାର, ପୋଲିସର ତଦନ୍ତ ଜାରି

ବୌଦ୍ଧ: ଘରୋଇ କଳହର କରୁଣ ପରିଣତି । କୋଡିରେ ପିଟିପିଟି ସ୍ତ୍ରୀକୁ ହତ୍ୟାକଲା ସ୍ୱାମୀ । ବୌଦ୍ଧ ଥାନା ତେଲିବନ୍ଧ ଚନ୍ଦ୍ରପୁର ଗାଁରେ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ କନକ ପ୍ରଧାନ ।ହତ୍ୟାକାରୀ ସ୍ୱାମୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଫେରାର ଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ବୌଦ୍ଧ…

ଅଧାରେ ରହିଲା ଜଗା ଦର୍ଶନ, ବାଟରେ ଓଲଟିଲା ଗାଡ଼ି ୨ରୁ ଉର୍ଦ୍ଧ୍ୱ ଯାତ୍ରୀ ଗୁରୁତର

ବୌଦ୍ଧ : ଶ୍ରୀମନ୍ଦିର ଯିବା ବାଟରେ ଓଲଟିଲା ଯାତ୍ରୀବାହୀ ଗାଡ଼ି । ଫଳରେ ଅଧାରେ ରହିଲା ଜଗା ଦର୍ଶନ । ବୌଦ୍ଧ ରଇଠାଣୀ ଗାଁ ନିକଟରେ ଭାରସାମ୍ୟ ହରାଇ ଯାତ୍ରୀବାହୀ କାରଟି ତଳକୁ ଖସିପଡ଼ିଛି । ଏହି ଦୁର୍ଘଟଣାରେ ୨ରୁ ଉର୍ଦ୍ଧ୍ୱ ଯାତ୍ରୀ ଗୁରୁତର ହୋଇଛନ୍ତି । ଶ୍ରୀ ଜଗନ୍ନାଥ ଦର୍ଶନ ପାଇଁ…

ଶୋଇଥିବା ବେଳେ ମହିଳାଙ୍କ ଉପରେ ମାଡ଼ିଗଲା କାର୍‌, କ୍ଷତିପୂରଣ ଦାବିରେ ରାସ୍ତାରୋକ

ବୌଦ୍ଧ : ଭାରସାମ୍ୟ ହରାଇ ଘରେ ପଶିଗଲା କାର୍‌ । ଶୋଇଥିବା ଅବସ୍ଥାରେ ମହିଳାଙ୍କ ଉପରେ ମାଡ଼ିଗଲା । ଘଟଣାସ୍ଥଳରେ ଚାଲିଗଲା ମହିଳାଙ୍କ ଜୀବନ । ଏଭଳି ଅଭାବନୀୟ ଘଟଣା ବୌଦ୍ଧ ରାଧାନଗର ଗାଁରେ ଘଟିଛି । ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ କାରଟି ଚାରିଛକ ପଟୁ ବୌଦ୍ଧ ଆଡ଼କୁ…

୪୩.୯ ଡିଗ୍ରୀରେ ଭାଜି ହେଲା ବୌଦ୍ଧ, ଆଉ ୩୬ ଘଣ୍ଟା ଅସହ୍ୟ ତାତି

ଭୁବନେଶ୍ୱର: ଅସହ୍ୟ ଗରମ ଓ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ । ଆଜି ରାଜ୍ୟର ୨୮ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ବୌଦ୍ଧରେ ରାଜ୍ୟର ସର୍ବାଧିକ ତାପମାତ୍ରା ୪୩.୯ ଡିଗ୍ରୀ ରେକର୍ଡ କରାଯାଇଛି । ବୌଦ୍ଧ ପରେ ୪୩.୨ ଡିଗ୍ରୀ ସହ ଦ୍ୱିତୀୟ ଉପ୍ତତ୍ତ ସହର ହେଉଛି…

ପଛରୁ ମାଡ଼ି ଆସିଲା ଟ୍ରକ, ଚାଲିଗଲା ଯୁବକଙ୍କ ଜୀବନ

ବୌଦ୍ଧ :  ସକାଳୁ ସକାଳୁ ଅଘଟଣ । ମହାନଦୀ ପୋଲ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରକ ମାଡିଯିବାରୁ ଯୁବକଙ୍କ ମୃତ୍ୟୁ ହୋଇଛି । ଟ୍ରକଟି ରେଢ଼ାଖୋଲ ପଟୁ ବୌଦ୍ଧ ଆଡକୁ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ, ବୌଦ୍ଧ ମହାନଦୀ ପୋଲ ନିକଟ ଦେଇ କୃପାସିନ୍ଧୁ…

ବନ ବିଭାଗ କର୍ମଚାରୀଙ୍କୁ ଗୁଳିମାଡ଼; ୨ ଗୁରୁତର

ବୌଦ୍ଧ : ପାଟ୍ରୋଲିଂ ବେଳେ ବନ ବିଭାଗ ଗାଡ଼ି ଉପରକୁ ଗୁଳିମାଡ଼ । ଗୁଳିମାଡ଼ରେ ଦୁଇ ବନ କର୍ମଚାରୀ ଗୁରୁତର ହୋଇଛନ୍ତି । ବଘିଆପଡ଼ା ଖଲିଆପାଲିରେ ଏହି ଗୁଳିକାଣ୍ଡ ଘଟିଛି । ଅଳ୍ପକେ ବର୍ତ୍ତିଲେ ସହକାରୀ ବନ ସଂରକ୍ଷକଙ୍କ ସମେତ ୫ ଜଣ ବନ କର୍ମଚାରୀ । ଆହତ ୨ ଜଣ ବନ କର୍ମଚାରୀ ହେଲେ ଜଣେ ନୀଳାଚଳ…

STF କବ୍‌ଜାରେ ଜନ୍ତୁ ଶିକାରୀ, ଗୋଟିଏ କଲରାପତରିଆ ବାଘ ଓ ୨ଟି ହରିଣ ଛାଲ ଜବତ

ବୌଦ୍ଧ : STF କବ୍‌ଜାରେ ବନ୍ୟପ୍ରାଣୀ ସ୍ମଗଲର୍ ଗିରିଶ କୁମାର ସାହୁ । ଗ୍ରାହକ ବେଶରେ ଜିଲ୍ଲାର ହରଭଙ୍ଗାରେ ଡିଲ୍‌ ବେଳେ ଶିକାରୀ ଗିରିଶ କୁମାର ସାହୁକୁ ମାଡି ବସିଥିଲେ ଏସ୍‌ଟିଏଫ୍‌ ଅଧିକାରୀ। ଅଭିଯୁକ୍ତ ଗିରିଶଠାରୁ ଗୋଟିଏ କଲରାପତରିଆ ବାଘ ଓ ୨ଟି ହରିଣ ଛାଲ ଜବତ କରିଛି ସ୍ପେଶାଲ୍ ଟାସ୍କ…

ହିତାଧିକାରୀଙ୍କ ନାଁରେ ଆସୁଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଟଙ୍କା ଖାଉଛି କିଏ ?

ବୌଦ୍ଧ : ଭୂତ ଖାଉଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଟଙ୍କା । ଆଜ୍ଞା ହଁ ଏଠାରେ ସତସତିକା ଭୂତ ଖାଉନି କିନ୍ତୁ ହିତାଧିକାରୀଙ୍କ ନାଁରେ ଆସିଥିବା ଆବାସ ଯୋଜନାର ଟଙ୍କା ଅନ୍ୟ କିଏ ଖାଉଥିବାର ନଜିର ରହିଛି । ଏହି ଦୃଶ୍ୟଟି ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ଗାଁ ରେ ଦେଖିବାକୁ…