Latest Odisha News

BREAKING NEWS

Browsing Tag

Boudh

ବୌଦ୍ଧ ଓ କେନ୍ଦୁଝର ହାତୀ ମୃତ୍ୟୁର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ବୌଦ୍ଧ ଓ କେନ୍ଦୁଝର ଜିଲ୍ଲା ଜଙ୍ଗଲରେ ହାତୀ ମୃତ୍ୟୁର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । କିଭଳି ଓ କେଉଁ ପରିସ୍ଥିତିରେ ହାତୀଙ୍କ ମୃତ୍ୟୁ ହେଲା ? ଦୁଇଟିଯାକ ହାତୀ ମୃତ୍ୟୁ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ସୂଚନା…

ମହାନଦୀରେ ବୁଡି ଦୁଇ ଭାଇ ମୃତ

ବୌଦ୍ଧ: ମହାନଦୀରେ ବୁଡି ଦୁଇ ଭାଇଙ୍କ ମୃତ୍ୟୁ । ବଡ ଭାଇକୁ ବଂଚାଇବାକୁ ଯାଇ ଚାଲଗଲା ସାନ ଭାଇର ଜୀବନ । ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ ଅରଖପଦର ଗାଁରେ ଘଟିଛି  ଏଭଳି ଘଟଣା । ସୂଚନା ଅନୁସାରେ, ଅରଖପଦର ଗାଁ ଦେଇ ଯାଇଥିବା ମହାନଦୀକୁ ଗାଧୋଇବାକୁ ଆଜି ସକାଳେ ଏହି ଦୁଇ ଭାଇ…

ବୌଦ୍ଧରେ ୧୨ ଘଣ୍ଟିଆ ବନ୍ଦ ଡାକରା, ଜନଜୀବନ ବାଧାପ୍ରାପ୍ତ

ବୌଦ୍ଧ: ବୌଦ୍ଧ ଜିଲ୍ଲାର ପ୍ରଜା ସଂଗ୍ରାମ ସମିତି ପକ୍ଷରୁ ମଙ୍ଗଳବାର ଦିନ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ମିଳିଥିବା ସୂଚନା ଅନୁଯାୟୀ ଖୋର୍ଦ୍ଧା-ବଲାଙ୍ଗୀର ଓସାରିଆ ରେଳପ୍ରକଳ୍ପ କ୍ଷତିଗ୍ରସ୍ତ ପ୍ରଜା ସଂଗ୍ରାମ ସମିତି ପକ୍ଷରୁ ୩ ଦଫା ଦାବି ନେଇ ଏହି ବନ୍ଦ ଡାକରା ଦିଆଯାଇଛି ।…

ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହେଲେ ଛାତ୍ରଛାତ୍ରୀ

ବୌଦ୍ଧ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଲୁକାପଡା ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇ ୨୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହେବା ଭଳି ଅଭାବନୀୟ ଘଟଣା ନଜରକୁ ଆସିଛି । ମିଳିଥିବା ସୂଚନାନୁଯାୟୀ ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହୋଇଥିବା ଅବିଭାବକମାନେ ଅଭିଯୋଗ…

ଯୁବକଙ୍କୁ ମାଡମାରି ନିଲମ୍ବିତ ହେଲେ ପୋଲିସ ବାବୁ, ଦେଖନ୍ତୁ ଭିଡିଓ

ବୌଦ୍ଧ: ବୌଦ୍ଧ ଜିଲ୍ଲାରେ ଜଣେ ଯୁବକଙ୍କୁ ଗାଳିଗୁଲଜ ତଥା ସର୍ବସମ୍ମୁଖରେ ମାଡ ମାରିବା ଘଟଣାରେ ଗୁରୁବାର ଦିନ ରିଜର୍ଭ ପୋଲିସର ଜଣେ କନେଷ୍ଟବଳଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। https://youtu.be/ynJV7S2Hnd4 ପ୍ରାପ୍ତ ସୂଚନାନୁଯାୟୀ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକର ତିନି ଜଣ…

ସଡକ ଦୁର୍ଘଟଣାରେ ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳଙ୍କ ମୃତ୍ୟୁ

ବୌଦ୍ଧ: ବୌଦ୍ଧ ଜିଲ୍ଲା ଚାରିଛକ ନିକଟ କଲରାପଠରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବୌଦ୍ଧର ଅତିରିକ୍ତ ଜିଲ୍ଲାପାଳଙ୍କ ଶୋଚନୀୟ ମୃତ୍ୟୁ ହୋଇଛି । ମୃତ ଅତିରିକ୍ତ ଜିଲ୍ଲାପାଳ ରମାକାନ୍ତ ସେଠୀ ବୋଲି ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ ତାଙ୍କ ସରକାରୀ ଗାଡି ୫୭ନଂ ଜାତୀୟ ରାଜପଥ…