Latest Odisha News

BREAKING NEWS

Browsing Tag

Box Office

ବକ୍ସ ଅଫିସରେ ଖୁବଶୀଘ୍ର ମୁହାଁମୁହିଁ ହେବେ ‘ଭୁଲ୍ ଭୁଲେୟା ୩’ ଏବଂ ‘ସିଙ୍ଘମ୍ ଏଗେନ୍’

ମୁମ୍ବାଇ: ବକ୍ସ ଅଫିସରେ ଖୁବଶୀଘ୍ର ମୁହାଁମୁହିଁ ହେବେ ଭୁଲ୍ ଭୁଲେୟା ୩ ଏବଂ ସିଙ୍ଘମ ଏଗେନ୍। ଏହି ଦୁଇ ଫିଲ୍ମ ଦିୱାଲୀରେ ଧମାକା କରିବେ। ହେଲେ ବକ୍ସ ଅଫିସରେ କିଏ ବାଜିମାତ୍ କରିବ ତାହା ଦେଖିବାକୁ ବାକି ରହିଲା। କିଛି ସପ୍ତାହ ପୂର୍ବରୁ ଚର୍ଚ୍ଚା ହେଉଥିଲା ଯେ ସିଙ୍ଘମ ଏଗେନ୍ ର…

ଆଧୁନିକ ଫିଲ୍ମରେ ଭୌତିକ ଜୀବନର ଅନୁଭବ ଦେଉଛି ‘ଅବତାର: ଦ ଓ୍ୱେ ଅଫ୍ ଓ୍ୱାଟର’

ନୂଆଦିଲ୍ଲୀ : ‘ଅବତାର: ଦ ଓ୍ୱେ ଅଫ୍ ଓ୍ୱାଟର’ । ଏକ ଆଧୁନିକ ଫିଲ୍ମ ହେଲେ ବି ଜଳରାଶି ଭିତରେ ଜୀବମାନଙ୍କର ଜୀବନଶୈଳୀକୁ ବଖାଣୁଛି । କାହାଣୀରେ ମଣିଷ ନିଜକୁ ସମ୍ପୃକ୍ତି କରୁଛି । ସିନେମା ହଲରେ ଅନେକ ଭିଡ଼ ଦେଖିବାକୁ ମିଳୁଛି । ଅବତାର-୧ରେ ପେଣ୍ଡୋରା ଆୟାର୍ଲାଣ୍ଡର ନିଆରା ଓ ରହସ୍ୟମୟ…

[ଦେଖନ୍ତୁ ଭିଡିଓ] ୧୦୦ କୋଟି ହରାଇଲେ ଆମୀର୍ ଖାନ

ମୁମ୍ବାଇ: ବକ୍ସ ଅଫିସରେ ସଂଘର୍ଷ କରୁଛି ଆମୀର ଖାନଙ୍କ ଡ୍ରିମ୍ ପ୍ରୋଜେକ୍ଟ ‘ଲାଲ୍ ସିଂହ ଚଡ୍ଡା’ । ଦୀର୍ଘ ୪ ବର୍ଷ ପରେ ଆମୀର ବଡ଼ ପରଦାକୁ ଫେରିଥିବା ବେଳେ ବଡ଼ ଧକ୍କା ଲାଗିଛି । ‘ଲାଲ୍ ସିଂହ ଚଡ୍ଡା’ ରିଲିଜ୍ ପୂର୍ବରୁ ଆରମ୍ଭ ହୋଇଥିବା ବୟକଟ୍ ଟ୍ରେଣ୍ଡ ବକ୍ସ ଅଫିସରେ ପ୍ରଭାବ ପକାଇଛି ।…