Latest Odisha News

BREAKING NEWS

Browsing Tag

BPUT

ବିପିୟୁଟିର ଅଡ୍ ସେମିଷ୍ଟାର ପରୀକ୍ଷା ଲାଗି ନୂଆ ତାରିଖ ଘୋଷଣା

ଭୁବନେଶ୍ୱର: ବିଜୁ ପଟ୍ଟନାୟକ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି (ବିପିୟୁଟି) ପକ୍ଷରୁ ଅଡ୍ ସେମିଷ୍ଟାର ଅନଲାଇନ୍ ପରୀକ୍ଷା ୨୦୨୧କୁ ପୁନଃ ନିର୍ଦ୍ଧାରିତ କରାଯାଇଛି। ଯେଉଁ ପରୀକ୍ଷା ବାତ୍ୟା 'ୟାସ୍' ଯୋଗୁଁ ସ୍ଥଗିତ ରହିଥିଲା। ମେ ୨୪ରୁ ଜୁନ୍ ୬ ପର୍ଯ୍ୟନ୍ତ ହେବାକୁ ଥିବା ଏହି ପରୀକ୍ଷା…

ବିପିୟୁଟି ଶେଷ ସେମିଷ୍ଟର ଛାତ୍ରଛାତ୍ରୀଙ୍କ ପାଇଁ ଜରୁରୀ ସୂଚନା

ଭୁବନେଶ୍ୱର: ବିପିୟୁଟି ଫାଇନାଲ୍ ସେମିଷ୍ଟର ଅନଲାଇନ ପରୀକ୍ଷାରେ ଫେଲ ହେଲେ ଛାତ୍ରଛାତ୍ରୀଙ୍କୁ ମିଳିବ ଦ୍ୱିତୀୟ ଥର ପରୀକ୍ଷା ଅନୁମତି । ଅଫଲାଇରେ ପୁଣି ଥରେ ସେହି ବିଷୟର ପରୀକ୍ଷା ଦେଇ ପାରିବେ । ଏନେଇ ବିପିୟୁଟି କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି । ୨୦୧୯-୨୦୨୦ ଶିକ୍ଷାବର୍ଷରେ ଏକଜିଟ୍…

ପୂର୍ବ ସେମିଷ୍ଟାର ଓ ଇଂଟରନାଲ ମାର୍କ ଆଧାରରେ ଫଳ ପ୍ରକାଶ ହେଉ: ବିପିୟୁଟି ଛାତ୍ରଛାତ୍ରୀ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୯ ତାରିଖରୁ ବିପିୟୁଟି ପରୀକ୍ଷା ହେବାକୁ ଯାଉଛି । ତେବେ ପରୀକ୍ଷାକୁ ନେଇ ଅସନ୍ତୋଷ ବଢିବାରେ ଲାଗିଛି । ଫାଇନାଲ ସେମିଷ୍ଟାର ପୂର୍ବରୁ କିଛି ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି ଯେ, ଅନଲାଇନ୍ ପରୀକ୍ଷା କରୁଥିବା ସଂସ୍ଥା ଏକ ତେଲେଙ୍ଗାନା କମ୍ପାନୀ । ତା ନାଁରେ…

ସାମୁଦ୍ରିକ ଝଡ ‘ଫନି’ ଲାଗି ଘୁଞ୍ଚିଲା ବିପିୟୁଟି ପରୀକ୍ଷା

ଭୁବନେଶ୍ୱର : ସାମୁଦ୍ରିକ ଝଡ ‘ଫନି’ ଓଡିଶାର ନିକଟତର ହେଉଥିବାବେଳେ ଏହାକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି । ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ନଜରରେ ରଖି ବିପିୟୁଟି ଶିକ୍ଷାନୁଷ୍ଠାନ ଅଧିନରେ ଥିବା ୧୬୪ଟି କଲେଜର ପରୀକ୍ଷା ଘୁଞ୍ଚାଇ…