Latest Odisha News

BREAKING NEWS

Browsing Tag

Brahmani river

ବ୍ରାହ୍ମଣୀ ନଦୀରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଅନୁଗୁଳ: ବ୍ରାହ୍ମଣୀ ନଦୀରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ତାଳଚେର ଗହମ ଅଞ୍ଚଳ ଦେଇ ବହି ଯାଇଥିବା ବ୍ରାହ୍ମଣୀ ନଦୀରୁ ଜଣେ ଯୁବକଙ୍କ ମୃତଦେହ ମିଳିଛି । ହାତ ଗୋଡ଼ ବନ୍ଧା ଯାଇଥିବା ଅବସ୍ଥାରେ ନଦୀରେ ଭାସି ଯାଉଥିବା ବେଳେ ସ୍ଥାନୀୟ ଲୋକ ଉଦ୍ଧାର କରି ପୋଲିସକୁ ସୂଚନା ଦେଇଥିଲେ । ମୃତ…

ବ୍ରାହ୍ମଣୀ ନଦୀ ଜଳ ବ୍ୟବହାର ଯୋଗ୍ୟ କି ନୁହେଁ? ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲେ ହାଇକୋର୍ଟ

ଭୁବନେଶ୍ୱର: ବ୍ରାହ୍ମଣୀ ନଦୀର ଜଳ ବ୍ୟବହାର ଯୋଗ୍ୟ ହେଲାଣି କି ନାହିଁ ବୋଲି ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛନ୍ତି ଓଡ଼ିଶା ହାଇକୋର୍ଟ। ବ୍ରାହ୍ମଣୀ ନଦୀ ଜଳ ପ୍ରଦୂଷଣ ରୋକିବା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା କି ପଦକ୍ଷେପ ନିଆଯାଉଛି । ସେ ସମ୍ବନ୍ଧରେ ଏକ ରିପୋର୍ଟ ଦାଖଲ କରିବାକୁ…

ଡ଼ଙ୍ଗା ଭସାଇବାବେଳେ ବ୍ରାହ୍ମଣୀ ନଦୀରେ ଭାସିଗଲେ ୧୨ବର୍ଷର ନାବାଳକ

କାମାକ୍ଷାନଗର: ଡଙ୍ଗା ଭସାଇବାବେଳେ ବ୍ରାହ୍ମଣୀ ନଦୀରେ ଭାସିଗଲେ ୧୨ବର୍ଷର ନାବାଳକ । କାର୍ତ୍ତିକ ପୂର୍ଣ୍ଣିମାରେ ଘଟିଛି ବଡ଼ ଅଘଟଣ । ନିଖୋଜ ନାବାଳକ ଜଣଙ୍କ ହେଲେ ଭୁବନ ଥାନା ଲତାବିଲ ଗାଁର ବିଦ୍ୟାଧର ନାୟକଙ୍କ ଏକମାତ୍ର ପୁଅ ରୋଶନ ନାୟକ । ସୂଚନା ଅନୁସାରେ, ଆଜି କାର୍ତ୍ତିକ ପୂର୍ଣ୍ଣିମା…