Latest Odisha News

BREAKING NEWS

Browsing Tag

Brahmapur

ନାଟକ ପାଇଁ ବ୍ରହ୍ମପୁରରେ ମଞ୍ଚ ଅଭାବ; କଳାକାରଙ୍କ ଉଦ୍‌ବେଗ

ବ୍ରହ୍ମପୁର : ସାଂସ୍କୃତିକ ଦୃଷ୍ଟିକୋଣରୁ ବ୍ରହ୍ମପୁର ସହରର ଅନେକ ଗୁରୁତ୍ୱ ରହୁଛି । କିନ୍ତୁ ଏଠାରେ ମଞ୍ଚ ନାଟକ ପରିବେଷଣ ପାଇଁ ଉପଯୁକ୍ତ ମଞ୍ଚ ନାହିଁ । ଏଣୁ ସହରରେ ନାଟକ ଉପଯୋଗୀ ମଞ୍ଚ ସ୍ଥାପନ ପାଇଁ ବ୍ରହ୍ମପୁର ସହରର ବିଭିନ୍ନ ନାଟ୍ୟ ସଂଗଠନର କର୍ମକର୍ତ୍ତାମାନେ ଦାବି କରିଛନ୍ତି ।…

ବ୍ରହ୍ମପୁର ଡେପୁଟି ମେୟରଙ୍କ ମାନବିକତା; ରାତିରେ ବୁଲି ନିରାଶ୍ରୟଙ୍କୁ ଦେଉଛନ୍ତି ଆଶ୍ରୟ

ବ୍ରହ୍ମପୁର: ମାନବିକତା ପ୍ରଦର୍ଶନ ପାଇଁ ଏବେ ଚର୍ଚ୍ଚାରେ ରହିଛନ୍ତି ବ୍ରହ୍ମପୁର ମହାନଗର ନିଗମର ଡେପୁଟି ମେୟର ଇ.ବିବେକ ରେଡ଼ି । ବିଳମ୍ବିତ ରାତି ପର୍ଯ୍ୟନ୍ତ ସହର ସାରା ବୁଲିବୁଲି ନିରାଶ୍ରୟଙ୍କୁ ଉଦ୍ଧାର କରୁଛନ୍ତି । ସେମାନଙ୍କୁ ଆଶ୍ରୟସ୍ଥଳୀରେ ନେଇ ରଖୁଛନ୍ତି । ସୋମବାର ରାତି ପ୍ରାୟ…

ସଫା ହେବ ବ୍ରହ୍ମପୁରର ସବୁ ପୋଖରୀ: ଦଳ ସଫେଇ ମେସିନ କିଣିବ ବିଏମ୍‌ସି

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ବହୁ ବର୍ଷ ପର୍ଯ୍ୟନ୍ତ ପ୍ରମୁଖ ଜଳ ଉତ୍ସ ରହିଥିଲା ପୋଖରୀ । କିନ୍ତୁ ଗତ କିଛି ବର୍ଷ ଭିତରେ ରକ୍ଷଣାବେକ୍ଷଣ ଅଭାବରୁ ସେଗୁଡ଼ିକ ଧୀରେ ଧୀରେ ନଷ୍ଟ ହେବାରେ ଲାଗିଲାଣି । ଅନେକ ପୋଖରୀ ମୁଷ୍ଠିମେୟଙ୍କ ଜବରଦଖଲରେ ରହିଛି । ଅନେକ ସ୍ଥାନରେ ପୋଖରୀ ଦଳରେ ଭର୍ତ୍ତି…

ବ୍ରହ୍ମପୁରରେ ନିର୍ମାଣ ହେବ ୨ହଜାର ବର୍ଷା ଜଳ ସଂରକ୍ଷଣ ପ୍ରକଳ୍ପ; ବଢ଼ିବ ଭୂତଳ ଜଳ ସ୍ତର

ବ୍ରହ୍ମପୁର: ଗତ କିଛି ବର୍ଷ ହେଲା ବ୍ରହ୍ମପୁର ସହରରେ ଭୂତଳ ଜଳ ସ୍ତର ହ୍ରାସ ପାଇବାରେ ଲାଗିଛି । ଆପାର୍ଟମେଣ୍ଟ ଗୁଡ଼ିକ ମାତ୍ରାଧିକ ଜଳ ଶୋଷୁଥିବା ଏବଂ ପୋଖରୀ ପୋତି ହେବା ଯୋଗୁଁ ଭୂତଳ ଜଳ ସ୍ତର କମିବାରେ ଲାଗିଛି । ଏହି ସମସ୍ୟାର ସମାଧାନ ପାଇଁ ବର୍ଷା ଜଳ ସଂରକ୍ଷଣ ଉପରେ ବିଶେଷଜ୍ଞମାନେ…

ଅକ୍ଟୋବର ୨ରେ ଉନ୍ମୋଚିତ ହେବ ‘ ଗାନ୍ଧୀ ସୌରଭ ‘ ସ୍ମରଣୀକା

ବ୍ରହ୍ମପୁର : ମହାତ୍ମା ଗାନ୍ଧୀଙ୍କ ବ୍ରହ୍ମପୁର ଆଗମନର ଶହେ ବର୍ଷ ପୂର୍ତ୍ତି ଅବସରରେ, ଶତ ବାର୍ଷିକୀ ଉତ୍ସବ ପାଳନ ସ୍ମରଣୀକା କମିଟିର  ଏକ ବୈଠକ , ସ୍ଥାନୀୟ କେ.ସି. ପବ୍ଲିକ ସ୍କୁଲ ପରିସରରେ , ଅନୁଷ୍ଠିତ ହୋଇ ଯାଇଛି । ଏହି ଅବସରରେ ଏକ ସ୍ମରଣୀକା "ଗାନ୍ଧୀ ସୌରଭ" ଆସନ୍ତା ଅକ୍ଟୋବର ୨ ରେ…

ବ୍ରହ୍ମପୁରର ପ୍ରସିଦ୍ଧ ବୁଢୀ ଠାକୁରାଣୀ ଯାତ୍ରା ପାଇଁ ଶୁଭଖୁଣ୍ଟି ସ୍ଥାପନ, ଏପ୍ରିଲ୍ ୯ରୁ ଯାତ୍ରା

ବ୍ରହ୍ମପୁର: ବ୍ରହ୍ମପୁରର ପ୍ରସିଦ୍ଧ ବୁଢ଼ୀ ଠାକୁରାଣୀ ଯାତ୍ରା ଲାଗି ସୋମବାର ବିଳମ୍ବିତ ରାତିରେ ଶୁଭଖୁଣ୍ଟି ସ୍ଥାପନ ହୋଇଛି । ବଡ଼ବଜାର ଦେଶୀବେହେରା ସାହିସ୍ଥିତ ମା’ଙ୍କ ଅସ୍ଥାୟୀ ମଣ୍ଡପ ସ୍ଥାନରେ ଶୁଭଖୁଣ୍ଟି ସ୍ଥାପନ ହୋଇଛି । ଦୁଇ ବର୍ଷକୁ ଥରେ ମା’ଙ୍କ ଯାତ୍ରା ହୋଇଥାଏ । କୋଭିଡ୍…

କୁକୁର ବୁଲାଇବାକୁ କେନ୍ଦ୍ର କରି ବଚସାରୁ ଗୁଳିମାଡ଼

ବ୍ରହ୍ମପୁର: କୁକୁର ବୁଲାଇବାକୁ କେନ୍ଦ୍ର କରି ପ୍ରଥମେ ଝଗଡ଼ା ପରେ ଗୁଳିମାଡ଼ । ମଙ୍ଗଳବାର ବିଳମ୍ବିତ ରାତିରେ ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳେ ଏଭଳି ଘଟିଛି । ସୂଚନା ଅନୁସାରେ ବୈଦ୍ୟନାଥପୁର ଥାନା ଖଡ଼ା ସିଂ ଧୋବାସାହିର ଜଣେ ଯୁବକ ରାତିରେ ବାହାରେ କୁକୁରକୁ ବୁଲାଉଥିଲେ । ଯାହାର…