ଗାଁରୁ ବଲିଉଡ ଯାତ୍ରା
ଯାଜପୁର : ଗାଁ ଷ୍ଟୁଡିଓରେ ବିବାହ ବ୍ରତର ଭିଜୁଆଲ ଏଡିଟିଂ କରୁଥିଲେ ,ଏବେ ସୁପର ଷ୍ଟାରଙ୍କ ସୁପର ବଜେଟ ଫିଲ୍ମରେ କାମ କରୁଛନ୍ତି ।
ଯାଜପୁର ଜିଲ୍ଲା ଏକ ଛୋଟ ଗାଁର ସାଧାରଣ ଭିଡିଓ ଏଡିଟରରୁ , ବଲିଉଡ୍ ଭଳି ବଡ ଫିଲ୍ମ ଇଣ୍ଡଷ୍ଟ୍ରୀରେ ସାମିଲ ହେବାର ଯାତ୍ରା । ଆମେ କହୁଛୁ ଏପରି ଜଣେ…