Latest Odisha News

BREAKING NEWS

Browsing Tag

Brahmos Missile

ଚାନ୍ଦିପୁରରୁ କ୍ରୁଜ୍ ମିସାଇଲ୍ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ

ବାଲେଶ୍ୱର: ସୁପରସୋନିକ୍ କ୍ରୁଜ୍ ମିସାଇଲ୍ ବ୍ରହ୍ମୋସର ସଫଳ ପରୀକ୍ଷଣ । ବାଲେଶ୍ୱର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିର ୩ ନମ୍ବର ଲଞ୍ଚ ପ୍ୟାଡରୁ ଏହାର ବ୍ୟାବହାରିକ ପରୀକ୍ଷଣ କରାଯାଇଛି । ସକାଳ ୧୦ଟା ୪୫ ମିନିଟରେ ମିସାଇଲ ଉତକ୍ଷେପଣ କରାଯାଇଥିଲା । ଏହାର ପରୀକ୍ଷଣ ସଫଳ ହୋଇଛି । ଏହା ହେଉଛି…

ଭାରତୀୟ ନୌସେନାର ଶକ୍ତି ବୃଦ୍ଧି; ବ୍ରହ୍ମୋସ୍‌ର ଆଣ୍ଟି-ସିପ୍‌ ସଂସ୍କରଣର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ: ଭାରତୀୟ ନୌସେନା ମଙ୍ଗଳବାର ଦିନ ବ୍ରହ୍ମୋସ୍ ସୁପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ରର ଆଣ୍ଟି-ସିପ୍‌ ସଂସ୍କରଣକୁ ସଫଳତାର ସହ ପରୀକ୍ଷା କରିଛି। ଏହି ପରୀକ୍ଷା ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ କରାଯାଇଥିଲା। ଏହାପୂର୍ବରୁ ୨୪ ନଭେମ୍ବରରେ, ଭୂପୃଷ୍ଠରୁ ସୁପରସୋନିକ୍ କ୍ରୁଜ୍…

ସୁପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ର ‘ବ୍ରାହ୍ମୋସ୍’ର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ: DRDOର ଅନ୍ୟ ଏକ ସଫଳତା । ରବିବାର ଦିନ ଭାରତୀୟ ନୌ-ସେନାର ସ୍ୱଦେଶୀ ନିର୍ମିତ INS ଚେନ୍ନାଇରୁ ଆରବ ସାଗରରେ ଟାର୍ଗେଟର  ସଫଳତାର ସହ ପରୀକ୍ଷଣ କରାଯାଇଥିଲା ବୋଲି ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) କହିଛି। ଉଚ୍ଚ ସ୍ତରୀୟ ଏବଂ ଅତ୍ୟଧିକ ଜଟିଳ ପରିସ୍ଥିତିରେ…

ଓଡିଶା ଉପକୂଳରୁ ‘ବ୍ରହ୍ମୋସ୍’ କ୍ଷେପଣାସ୍ତ୍ରର ସଫଳ ଉତକ୍ଷେପଣ

ବାଲେଶ୍ୱର: ସୁପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ର ‘ବ୍ରହ୍ମୋସ୍’ର ସଫଳ ପରୀକ୍ଷଣ ମଙ୍ଗଳବାର ଦିନ କରାଯାଇଛି । ଏହି ସ୍ଥଳରୁ ଆକାଶକୁ ଭେଦ କରିପାରୁଥିବା ଏହି କ୍ଷେପଣାସ୍ତ୍ରଟି ବାଲେଶ୍ୱର ଜିଲ୍ଲା ଚାନ୍ଦିପୁରସ୍ଥିତ କ୍ଷେପଣାସ୍ତ୍ର ଘାଟି (ଆଇଟିଆର)ରୁ ସଫଳ ଉତକ୍ଷେପଣ କରାଯାଇଛି । ଏହି…