Latest Odisha News

BREAKING NEWS

Browsing Tag

Brajrajnagar Bypoll

ବ୍ରଜରାଜନଗର ଭୋଟ୍ ଗଣତି : ଷଷ୍ଠ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ଆଗୁଆ

ଭୁବନେଶ୍ବର: ବ୍ରଜରାଜନଗର ଉପନିର୍ବାଚନ ଭୋଟ୍ ଗଣତି ଜାରି ରହିଛି । ଷଷ୍ଠ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ଅଳକା ମହାନ୍ତିଙ୍କୁ ୨୯୮୮୮ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିର ରାଧାରାଣୀ ପଣ୍ଡା ୭୮୧୮ ଖଣ୍ଡ ଭୋଟ୍ ପାଇ ଦ୍ବିତୀୟ ସ୍ଥାନରେ ରହିଛନ୍ତି । କଂଗ୍ରେସର କିଶୋର ପଟେଲ ୬୦୮୮ ଖଣ୍ଡ ଭୋଟ୍…

ବ୍ରଜରାଜନଗର ଉପନିର୍ବାଚନ: ଅପରାହ୍ନ ୩ଟା ସୁଦ୍ଧା ୫୭ ପ୍ରତିଶତ ମତଦାନ

ଝାରସୁଗୁଡ଼ା: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନରେ ଅପରାହ୍ନ ୩ଟା ସୁଦ୍ଧା ୫୭% ଭୋଟ୍ ଗ୍ରହଣ କରାଯାଇଛି । ଝାରସୁଗୁଡ଼ା ଉପଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି । ଏହି ନିର୍ବାଚନ ପ୍ରକ୍ରିଆରେ ୧୧ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ଏହି ନିର୍ବାଚନମଣ୍ଡଳୀର ମୋଟ ୨ ଲକ୍ଷ ୧୪ ହଜାର ୮୭୮…

ଆଜି ବ୍ରଜରାଜନଗରରେ ପ୍ରଚାର କରିବେ ଧର୍ମେନ୍ଦ୍ର ପ୍ରଧାନ

ଝାରସୁଗୁଡ଼ା: ଦୁଲୁକୁଛି ବ୍ରଜରାଜନଗର ପ୍ରଚାର ମୈଦାନ । ହେଭିଓ୍ୱେଟ କ୍ୟାମ୍ପେନ ଚଳାଇଛି ତିନି ରାଜନୈତି ଦଳ ବିଜେଡି, ବିଜେପି ଓ କଂଗ୍ରେସ । ଆଜି ବିଜେପିର ପ୍ରଚାର ମୈଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦଳୀୟ ପ୍ରାର୍ଥିନୀ ରାଧାରାଣୀ ପଣ୍ଡାଙ୍କ ପାଇଁ ଭୋଟ୍ ମାଗିବେ ।…