Latest Odisha News

BREAKING NEWS

Browsing Tag

Bribe

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି, ଜମିର କିସମ ପରିବର୍ତ୍ତନ ପାଇଁ ନେଉଥିଲେ ଲାଞ୍ଚ

କୋରାପୁଟ: ଜମିର କିସମ ବଦଳାଇବାକୁ ଲାଞ୍ଚ ନେବା ବେଳେ ଧରା ପଡ଼ିଛନ୍ତି ବରିଷ୍ଠ କିରାଣି । କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ତହସିଲ୍ ଅଫିସର ବରିଷ୍ଠ କିରାଣି ତଥା ରେକର୍ଡ ରୁମ୍ ଇନଚାର୍ଜ ସତ୍ୟନାରାୟଣ ଦଳେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଆରଓଆର୍ ପଟ୍ଟା ଚାଷଜମିରୁ ଘରବାରିକୁ…

ଲକ୍ଷେ ୮୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡ଼ିଲେ ବିଡିଓ

ବଲାଙ୍ଗିର: ଭିଜିଲାନ୍ସ, ଜାଲରେ ଗୁଡ଼ଭେଲା ବିଡିଓ । ଗୁଡ଼ବେଲା ଭିଡିଓ ବିନୋଦ କୁମାର ନାଏକ ଭିଜିଲାନ୍ସ ହାତରେ ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ଜଣେ କଣ୍ଟ୍ରାକ୍ଟରଙ୍କ ଠାରୁ ବିଡିଓ ବିନୋଦ ଲକ୍ଷେ ୮୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ଲାଞ୍ଚ ଟଙ୍କା ଜବତ କରିବା ସହ ଭିଜିଲାନ୍ସ…

ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଲେ ଡିଏସପି ଇନ୍-ଚାର୍ଜ

ଭୁବନେଶ୍ୱର: କୋଇଲା ପରିବହନକାରୀଙ୍କ ଠାରୁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଡିଏସପି ଇନ୍-ଚାର୍ଜ । ଢେଙ୍କାନାଳ ସଦର ଥାନା ଡିଏସପି ଇନ୍-ଚାର୍ଜ ଅଭିନବ ଡାଳୁଆଙ୍କୁ ଭିଜିଲ୍ସା ଲାଞ୍ଚ ଟଙ୍କା ସହ ଧରିଛି । ଶ୍ରୀ ଡାଳୁଆଙ୍କ ଠାରୁ ୩୦ ହଜାର ଲାଞ୍ଚ ଟଙ୍କା ଜବତ ହୋଇଥିବା ବେଳେ…

ଭିଜିଲାନ୍ସ ଜାଲରେ ବିଇଓ, ବକେୟା ଦରମା ପାଇଁ ସହକାରୀ ଶିକ୍ଷକଙ୍କଠୁ ନେଉଥିଲେ ଲାଞ୍ଚ

ଭୁବନେଶ୍ୱର: ଭିଜିଲାନ୍ସ ହାତରେ ରେଡ୍ ହ୍ୟାଣ୍ଡ ଧରା ପଡ଼ିଲେ ବ୍ଲକ ଶିକ୍ଷା ଅଧିକାରୀ । କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଶିକ୍ଷା ଅଧିକାରୀ ଅଭୟ କୁମାର ବେହେରା ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ଭିଜିଲାନ୍ସ ଶ୍ରୀ ବେହେରାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ କେନ୍ଦୁଝର ସହ ଯାଜପୁରର ୩ଟି…

ଲାଞ୍ଚ ନେଇ ଧରା ପଡ଼ିଲେ ଢେଙ୍କାନାଳ ଆଇନ୍ ମହାବିଦ୍ୟାଳୟର ମୁଖ୍ୟ କିରାଣି

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଢେଙ୍କାନାଳ ଆଇନ୍ ମହାବିଦ୍ୟାଳୟର ମୁଖ୍ୟ କିରାଣି ଉତ୍ତମ କୁମାର ରାଉତ । ଜଣେ ପୂର୍ବତନ ଏଲ୍ଏଲବି ଛାତ୍ରଙ୍କ ସାର୍ଟିଫିକେଟ୍ ଦେବା ପାଇଁ ଲାଞ୍ଚ ନେବା ବେଳେ ମୁଖ୍ୟ କିରାଣି ଉତ୍ତମ ରାଉତ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଛାତ୍ର ଜଣଙ୍କୁ ସାର୍ଟିଫିକେଟ୍…

ଭିଜିଲାନ୍ସ ଜାଲରେ ରାଜସ୍ୱ ନୀରିକ୍ଷକ, ବାଲି ଗାଡ଼ି ଛାଡ଼ିବାକୁ ନେଉଥିଲେ ଲାଞ୍ଚ

ବ୍ରହ୍ମପୁର: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ରାଜସ୍ୱ ନୀରିକ୍ଷକ । ଗଞ୍ଜାମ ଜିଲ୍ଲା କୋଦଳା ତହସିଲ୍ ବରିଡ଼ା ଆର୍.ଆଇ ଦେବାଶିଷ ମାଝୀ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଏକ ବାଲି ବୋଝେଇ ଗାଡ଼ିକୁ ରାଜସ୍ୱ ନୀରିକ୍ଷକ ଜବତ କରିଥିଲେ । ଜବତ ଗାଡ଼ିକୁ ଛାଡ଼ିବା ଲାଗି…

ମୃତ୍ୟୁ ପ୍ରମାଣପତ୍ର ପାଇଁ ଲାଞ୍ଚ ନେଉଥିଲେ କିରାଣି

ଭୁବନେଶ୍ୱର: ମୃତ୍ୟୁ ପ୍ରମାଣପତ୍ର ପାଇଁ ଲାଞ୍ଚ । ଡେଥ୍ ସାର୍ଟିଫିକେଟ୍ ପାଇଁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ହଳଦିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର କିରାଣି । କିରାଣି ଅନୁପ କୁମାର ଶତପଥୀଙ୍କ ଠାରୁ ଭିଜିଲାନ୍ସ ୫ ହଜାର ଲାଞ୍ଚ ଟଙ୍କା ଜବତ କରିଛି । ଅଭିଯୋଗ…

DL ବାତିଲ୍ ଭୟ ଦେଖାଇ ଅଟୋ ଚାଳକଙ୍କ ଠାରୁ ଲାଞ୍ଚ ନେଇଥିଲେ ଆୟୁଷ ଡାକ୍ତର

ଭୁବନେଶ୍ୱର: ଲାଞ୍ଚ ନେଇ ଧରା ପଡ଼ିଛନ୍ତି ଆୟୁଷ ଡାକ୍ତର । ସୁନ୍ଦରଗଡ଼ ଜିଲ୍ଲା ଗଇରାବାହାଲ ପିଏଚସିର ମେଡିକାଲ୍ ଅଫିସର ତଥା ଆୟୁଷ ଡାକ୍ତର ସାରଦା ପ୍ରସନ୍ନ ବେହେରାଙ୍କୁ ଧରିଛି ଭିଜିଲାନ୍ସ । ଜଣେ ଅଟୋ ଡ୍ରାଇଭରଙ୍କ ଠାରୁ ଡକ୍ଟର ବେହେରା ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଛନ୍ତି…

ଲାଞ୍ଚ ନେବା ବେଳେ ଧରା ପଡ଼ିଲେ ବ୍ଲକ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକର କନିଷ୍ଠ ଯନ୍ତ୍ରୀ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଲାଞ୍ଚ ନେବା ବେଳେ ଟଙ୍କା ସହ କନିଷ୍ଠ ଯନ୍ତ୍ରୀ ସଂଘମିତ୍ରା ସାହୁଙ୍କୁ ଧରିଛି ଭିଜିଲାନ୍ସ । ଜଣେ ଠିକାଦାରାଙ୍କ ବକେୟା ବିଲ୍ ପାସ୍ ପାଇଁ ଲାଞ୍ଚ ମାଗିଥିଲେ କନିଷ୍ଠ ଯନ୍ତ୍ରୀ ।…

ଖଦି ବୋର୍ଡରେ ସବସିଡି ପାଇଁ ଲାଞ୍ଚ, ଧରା ପଡ଼ିଲେ ଲାଞ୍ଚୁଆ ସୁପରଭାଇଜର

ଭୁବନେଶ୍ୱର: ଖଦି ଗ୍ରାମ୍ୟଦ୍ୟୋଗରେ ସବସିଡି ପାଇଁ ଲାଞ୍ଚ କାରବାର । ସବସିଡି ଟଙ୍କା କରାଇ ଦେବା ପାଇଁ ୧୫ ହଜାର ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି ସୁପରବାଇଜର । ଡିଆଇସି ପୁରୀର ଖଦି ଭିଲେଜ୍ ବୋର୍ଡ ଇଣ୍ଡଷ୍ଟ୍ରୀଜର ସୁପରଭାଇଜର ନାରାୟଣ ପଟ୍ଟନାୟକ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ।…