Latest Odisha News

BREAKING NEWS

Browsing Tag

Bribe

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବିଇଓ ଅଫିସର ମୁଖ୍ୟ କିରାଣି

ଭବାନୀପାଟଣା: ଭିଜିଲାନ୍ସ ଜାଲରେ ବିଇଓ ଅଫିସର ମୁଖ୍ୟ କିରାଣି । କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ହେଡ୍ କ୍ଲର୍କ ଯୁଧିଷ୍ଠିର ହରିଜନ ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି । ଜଣେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କଙ୍କୁ ଅବସରକାଳୀନ ସୁବିଧା ଯୋଗାଇ ଦେବା ପାଇଁ…

ଲାଞ୍ଚ ନେଇ ଧରାପଡ଼ିଲେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଡେରାବିଶ୍ ବ୍ଲକର ଏବିଇଓ ବିପିନ ବିହାରୀ ସିଂ । ଜଣେ ସହକାରୀ ଶିକ୍ଷୟିତ୍ରୀଙ୍କ ସ୍ଥଗିତ ଦରମା କରାଇ ଦେବା ପାଇଁ ଶ୍ରୀ ବିହାରୀ ସିଂ ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଛନ୍ତି…

ଭିଜିଲାନ୍ସ ଜାଲରେ ତହସିଲଦାର, ନେଉଥିଲେ ୪୦ ହଜାର ଟଙ୍କା ଲାଞ୍ଚ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ରାଇକିଆ ତହସିଲଦାର ଲାଞ୍ଚ ନେଇ ଧରାପଡ଼ିଛନ୍ତି । ୪୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ବ୍ରହ୍ମପୁର ଭିଜିଲାନ୍ସ ରାଇକିଆ ତହସିଲଦାର ଚକ୍ରଧର ପାଢ଼ୀଙ୍କୁ ଧରିଛି । ମଣ୍ଡାକିଆର ସେନାପତି ପ୍ରଧାନଙ୍କ ସିଜ୍ ଟ୍ରାକ୍ଟରକୁ ମୁକ୍ତ କରିବା ଲାଗି ତହସିଲଦାର ୪୦ ହଜାର ଟଙ୍କା…

୨୦ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧାହେଲେ ମଧୁପାଟଣା ଥାନା ASI

କଟକ: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ପୋଲିସ ବାବୁ । କଟକ ମଧୁପାଟଣା ଥାନାର ଏଏସ୍ଆଇ ପ୍ରଣବ କିଶୋର ପ୍ରହରାଜଙ୍କୁ କଟକ ଭିଜିଲାନ୍ସ ଗିରଫ କରିଛି । ପ୍ରଣବଙ୍କୁ ଠାରୁ ୨୦ ହଜାର ଲାଞ୍ଚ ଟଙ୍କା ଜବତ କରାଯାଇଛି । ପ୍ରଣବଙ୍କୁ ଗିରଫ ପରେ ତାଙ୍କ ସରକାରୀ ବାସଭବନରେ ରେଡ୍ କରିଛି କଟକ…

ଗୁଗଲ୍ ପେ କି ଫୋନ୍ ପେ ନୁହେଁ, ଡାଇରେକ୍ଟ ପକେଟ୍ ପେ

ମୁମ୍ବାଇ: ଲାଂଚ ! ଏମିତି ଏକ ଶବ୍ଦ ଯାହା ପୁରାଣରୁ ଆଧୁନିକ ଯୁଗରେ ବି ନିଜ ଅସ୍ତିତ୍ୱ ବଜାୟ ରଖିଛି । ସରକାରୀ ବାବୁ ହୁଅନ୍ତୁ କି ବେସରକାରୀ ଅଫିସର । ସବୁଠି ଚାଲେ ଲାଂଚ ଦିଆନିଆ । ଏହି ସାମାଜିକ ବ୍ୟାଧିକୁ ରୋକିବା ଏତେଟା ସହଜ ନୁହେଁ । ସୋସିଆଲ ମିଡିଆରେ ଏହି ଭିଡିଓଟି ଖୁବ ଭାଇରାଲ୍ ହୋଇଛି…

ଧରାପଡିଲେ ଲାଂଚୁଆ ଆଇଟିଆଇ ପ୍ରିନ୍ସିପାଲ

ନୂଆପଡା: ଭିଜିଲାନ୍ସ ଜାଲରେ ପଡିଲେ ଲାଂଚୁଆ ଆଇଆଇଟି ପ୍ରିନ୍ସିପାଲ । ଲଂଚ ନେବା ବେଳେ ଧରାପଡିଛନ୍ତି ନୂଆପଡା ଖରିଆର ରୋଡ ଆଇଟିଆଇ କଲେଜ ପ୍ରିନ୍ସିପାଲ । ବିଭୂତି ଭୂଷଣ ସାହୁଙ୍କୁ ଜୟପୁର ଭିଜିଲାନ୍ସ ଗିରଫ କରିଛି । ସେହି କଲେଜର କର୍ମଚାରୀ ମଣ୍ଟୁ ମହାନନ୍ଦଙ୍କଠାରୁ ଲାଞ୍ଚ ନେଇଥିବା ଅଭିଯୋଗରେ…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ ପୋଲିସ ଏଏସଆଇ !

ଖୋର୍ଦ୍ଧା: ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇ ପଡ଼ିଛନ୍ତି ଜଣେ ଆସିଷ୍ଟାଣ୍ଟ୍ ପୋଲିସ ସବ୍ ଇନିସପେକ୍ଟର୍ । ମିଳିଥିବା ସୂଚନାନୁଯାୟୀ, ଖୋର୍ଦ୍ଧା ଜିଲ୍ଲା ଧଳା ପଥର ଫାଣ୍ଡି ଅଧିକାରୀ ଅଶୋକ ପଣ୍ଡା। ସେ ଆଶିଷ ପଣ୍ଡା ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଏକ ଜାଗା ମାମଲା କେଶର ଦଫା…