Latest Odisha News

BREAKING NEWS

Browsing Tag

Bridge collapse

ଗୁଜରାଟ ମୋର୍ବି ଭଳି ଚୀନରେ ଭୁଶୁଡ଼଼ି ଥିଲା ପୋଲ, ଦୋଷୀ ଅଧିକାରୀଙ୍କୁ ଦିଆଯାଇଥିଲା ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ: ଗୁଜରାଟ ମୋର୍ବିରେ ବ୍ରିଜ୍ ଭୁଶୁଡ଼ି ୧୩୪ ଜଣଙ୍କ ମୃତ୍ୟୁ ପରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ତେଜୁଛି । ତେବେ ଏଭଳି ମାମଲାରେ ଦେଶରେ କଡ଼ା କାର୍ଯ୍ୟାନୁଷ୍ଠାନ ଉଦାହରଣ ପ୍ରାୟତଃ ନାହିଁ କହିଲେ ଚଳେ । ଯେଉଁଥି ପାଇଁ ପୋଲ ନିର୍ମାଣକାରୀ ସଂସ୍ଥା ହେଉ ଅବା ମରାମତି ଦାୟିତ୍ୱ…

ଭୁଷୁଡିଲା ଛତ୍ରବଜାର ପରିବା ମାର୍କେଟ ନିକଟ ପୋଲ: ଜଣେ ମୃତ, ୨ଜଣ ଗୁରୁତର

କଟକ : କଟକରେ ଅଘଟଣ । ଛତ୍ର ବଜାର ନିକଟରେ ଭୁଷୁଡିଲା ଛତ୍ର ବଜାର ପୋଲ। ପୋଲ ଭୁଷୁଡି ଜଣେ ମୃତ, ୨ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ପୋଲ ନିର୍ମାଣ କାମ ଚାଲିଥିବା ସମୟରେ ମାଟି ଅତଡା ଖସି ପୋଲ ଭୁଷୁଡିଥିବା ସୂଚନା । ଛତ୍ରବଜାରରୁ ମାଲଗୋଦାମକୁ ସଂଯୋଗ କରୁଥିବା ପୋଲ ଭୁଷୁଡିବା ଫଳରେ କିଛି…

ଯାଜପୁର ବ୍ରଜନଗରରେ ଭୁଶୁଡିଲା ନିର୍ମାଣାଧୀନ ବ୍ରିଜ୍

ଯାଜପୁର : ଯାଜପୁର ଜିଲ୍ଲା ପାଣିକୋଇଲିରେ ଭୁଶୁଡିଲା ନିର୍ମାଣାଧୀନ ବ୍ରିଜ୍ । ୧୬ ନମ୍ବର ଜାତୀୟ ରାଜପଥର ବ୍ରଜନଗର ନିକଟରେ କାମ ଚାଲିଥିବା ବେଳେ ଭୁଶୁଡି ପଡ଼ିଛି ନର୍ମାଣାଧୀନବ୍ରିଜ୍ । ତେବେ ବ୍ରିଜ୍ ଭୁଶୁଡିବା ସମୟରେ କାମ ବନ୍ଦ ଥିବାରୁ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି ।…

ଲଗାଣ ବର୍ଷାରେ ବେହାଲ ସ୍ଥିତି, ଯୋଗାଯୋଗ ବିଛିନ୍ନ

ବାତ୍ୟା ପରେ ଚାଲିଛି ପୁନରୁଦ୍ଧାର । ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ ନଦୀରେ ବନ୍ୟାଜଳ । ଆନନ୍ଦପୁର ଓ ଆଖୁଆପଦାରେ ବିପଦ ସଙ୍କେତ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି । ତେଣୁ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା…

ଉମରକୋଟ ପୋଲ ଭୁଶୁଡ଼ିବା ଘଟଣାରେ କାର୍ଯ୍ୟାନୁଷ୍ଠାନ : କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ନିଲମ୍ବିତ

ଉମରକୋଟ : ଉମରକୋଟ ତାଲପଦର ବ୍ରିଜ୍ ଭୁଶୁଡିବା ଘଟଣାରେ କାର୍ଯ୍ୟାନୁଷ୍ଠାନ । ପୋଲ ଭୁଶୁଡ଼ିବା ଘଟଣାରେ ନିଲମ୍ବିତ ହୋଇଛନ୍ତି ଗ୍ରାମ୍ୟ ଉନ୍ନୟନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ସାମଲ । କାର୍ଯ୍ୟରେ ଅବହେଳା କରିଥିବାରୁ ତାଙ୍କୁ ନିଲମ୍ବିତ କରାଯାଇଛି । ପୋଲ ଭୁଶୁଡ଼ିବା…