Latest Odisha News

BREAKING NEWS

Browsing Tag

Brown Sugar

ବ୍ରାଉନ ସୁଗାର ଚାଲାଣରେ ଜଣେ ଗିରଫ

ଭୁବନେଶ୍ୱର: ବୁଧବାର ଲକ୍ଷ୍ମୀସାଗର ପୋଲିସ ବ୍ରାଉନ ସୁଗାର ଚାଲାଣ ମାମଲାରେ ଜଣକୁ ଗିରଫ କରିଛି। ଗତ ୨୦ ତାରିଖରେ ରୁଜୁ ବ୍ରାଉନ ସୁଗାର ଚାଲାଣ ହେଉଥିବା ଅଭିଯୋଗ ହୋଇଥିଲା । ଗିରଫ ଅଭିଯୁକ୍ତ ହେଉଛି ଖୋର୍ଦ୍ଧା ଟାଙ୍ଗୀ ଅଞ୍ଚଳର ଅଜିତ ବେପାରୀ। ଅଭିଯୁକ୍ତକୁ ଲକ୍ଷ୍ମୀସାଗର ଥାନା ପୁଲିସ…

ପୁରୀରୁ ୨୬୭ ଗ୍ରାମର ବ୍ରାଉନସୁଗର ଜବତ, ୫ ମହିଳାଙ୍କ ସହ ନିଶା ବେପାରୀ ଗିରଫ

ପୁରୀ: ଶ୍ରୀକ୍ଷେତ୍ରରେ ବଢ଼ୁଛି ନିଶା କାରବାର । ମାଧ୍ୟମ ସାଜିଛନ୍ତି ମହିଳା । ମହିଳାଙ୍କୁ ଢାଲ କରି ନିଶା କାରବାର କରୁଛନ୍ତି ମାଫିଆ । ପୁରୀ ବାସେଳି ଥାନା ଅନ୍ତର୍ଗତ ନୋଳିଆ ସାହି ଅଞ୍ଚଳରୁ ୨୭୬ ଗ୍ରାମ ବ୍ରାଉନସୁଗର ଜବତ କରିଛି ପୋଲିସର ସ୍ପେଶାଲ୍ ସ୍କ୍ୱାଡ୍ । କାରବାରରେ ସମ୍ପୃକ୍ତ ନୋଳିଆ…

୪ ଜଣ ଡ୍ରଗ୍ସ ମାଫିଆଙ୍କୁ ବାନ୍ଧିଲା STF, ୧ କେଜିରୁ ଅଧିକ ବ୍ରାଉନସୁଗର ଜବତ

ଭୁବନେଶ୍ୱର: ଖାଲି ନିଶା ସେବନ ନୁହେଁ, ନିଶା କାରବାରରେ ବି ଜଡ଼ିତ ଯୁବପିଢ଼ି । ଗୁଇନ୍ଦା ସୂଚନା ଅନୁସାରେ, STF ରେଡ୍ କରି ୪ ଜଣଙ୍କୁ ଗିରଫ କରିଛି । ସେମାନଙ୍କ ଠାରୁ ୧ କେଜି ୩୦ ଗ୍ରାମ୍ ବ୍ରାଉନସୁଗର ଜବତ କରିଛି ଏସଟିଏଫ୍ । ଜବତ ବ୍ରାଉନସୁଗର ଅଭିଯୁକ୍ତମାନେ କେଉଁଠୁ ଆଣଥିଲେ, କାହାକୁ…

ପୁରୀ ସହରରୁ ୧୧ ଲକ୍ଷ ଟଙ୍କାର ବ୍ରାଉନ ସୁଗର ଜବତ, ମହିଳା ଗିରଫ

ପୁରୀ: ପୁରୀ ସହରର ବାସେଳୀ ସାହି ଥାନା ଅଧୀନ ନୋଳିଆ ସାହିରୁ ଜଣେ ମହିଳା ବ୍ରାଉନ ସୁଗର ବ୍ୟବସାୟୀ ଗିରଫ ହୋଇଛନ୍ତି । ଜିଲ୍ଲା ଅବକାରୀ ମୋବାଇଲ ସ୍କ୍ୱାଡ୍ ୪୫ ବର୍ଷୀୟା ସୁନୀତା ନାଏକଙ୍କ ଠାରୁ ୧୧୦ ଗ୍ରାମ୍ ବ୍ରାଉନ ସୁଗର ଓ ୮୦୦ ଟଙ୍କା ଜବତ କରିଛି । ମୋବାଇଲ ଅବକାରୀ ସ୍କ୍ୱାଡ୍ କେସ ନଂ-…

[ଭିଡ଼ିଓ] କଟକରୁ ଧରାପଡ଼ିଲା ଲକ୍ଷାଧିକ ଟଙ୍କାର ଧଳାଜହର

କଟକ: ମାତିଛନ୍ତି ମାଫିଆ । ଜମୁଛି ନିଶା କାରବାର । ବେଧଡକ ଭାବେ ଦିନ ଦିପହରରେ ନିଶା କାରବାର ହେଉଥିବା ବେଳେ ଏବେ ପୁଣି ପୁଲିସ ହାବୁଡରେ ପଡିଛନ୍ତି କିଛି ନିଶା ବେପାରୀ । କଟକରୁ ପୁଣି ଥରେ ଜବତ ହେଲା ଧଳାଜହର । ୧୦୬ ଗ୍ରାମ ବ୍ରାଉନସୁଗର ଜବତ କଲା ଲାଲବାଗ ଥାନା ପୋଲିସ । ଯାହାର…

ଖୋର୍ଦ୍ଧାରୁ ବ୍ରାଉନସୁଗର ଜବତ, ଜଣେ ଅଟକ

ଖୋର୍ଦ୍ଧା: କିଛି ଦିନ ବ୍ୟବଧାନ  ପରେ ଖୋର୍ଦ୍ଧାରୁ ଜବତ ହୋଇଛି ବ୍ରାଉନସୁଗର । ଖୋର୍ଦ୍ଧାରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରାଯାଇଛି । ରାଜ୍ୟ ଅବକାରୀ ଫ୍ଲାଇଂ ସ୍କ୍ବାର୍ଡ କଟକ ଅଧୀକ୍ଷକ ଦେବାଶିଷ ପଟେଲଙ୍କ ନେତୃତ୍ବରେ ଏକ ୧୫ ଜଣିଆ ଟିମ୍ ଏହି ଚଢାଉରେ ସାମିଲ ହୋଇଛନ୍ତି ।…

[ଭିଡ଼ିଓ] ଧଳାଜହର ବେପାରୀଙ୍କ ପେଣ୍ଠସ୍ଥଳୀ ପୁରୀ, ୧୭୨ ଗ୍ରାମ ବ୍ରାଉନସୁଗର ଜବତ

ପୁରୀ: ଧଳାଜହର ବେପାରୀଙ୍କ ପେଣ୍ଠସ୍ଥଳୀ ପାଲଟିଛି ପୁରୀ । ଆଜି ପୁରୀ ପୋଲିସକୁ ପୁଣିଥରେ ମିଳିଛି ବଡ଼ ସଫଳତା । ଏସଟିଏଫ ଓ ସମୁଦ୍ର କୂଳ ଥାନା ପୋଲିସ ଦ୍ୱାରା ୧୭୨ ଗ୍ରାମ ବ୍ରାଉନସୁଗର ଜବତ କରାଯାଇଛି । ତାଳବଣିଆ ଆଇଟିଆଇ ଛକ ନିକଟରୁ ୩ ମୁଖ୍ୟ ବ୍ରାଉନସୁଗାର ବେପାରୀଙ୍କୁ ସମୁଦ୍ର କୂଳ ଥାନା…

ଚନ୍ଦନପୁରରୁ ୧୬୫ଗ୍ରାମ ବ୍ରାଉନସୁଗାର ଜବତ, ଦୁଇ ଗିରଫ

ପୁରୀ: ପୁରୀ ପୋଲିସକୁ ମିଳିଛି ବଡ଼ ସଫଳତା । ଚନ୍ଦନପୁରରୁ ୧୬୫ ଗ୍ରାମ ବ୍ରାଉନସୁଗାର ଜବତ କରିଛି ପୋଲିସ । ଏହାସହ ୭ହଜାର ୫୬୦ ନଗଦ ଟଙ୍କା, ଦୁଇଟି ମୋବାଇଲ, ଗୋଟିଏ ବାଇକ ଜବତ କରାଯାଇଛି । ଘଟଣାରେ ଦୁଇଜଣଙ୍କୁ ପୋଲିସ ଗିରଫ କରିଛି । ଜବତ ବ୍ରାଉନସୁଗାରର ମୂଲ୍ୟ ୧୬ ଲକ୍ଷ ୫୦ହଜାର ଟଙ୍କା ।…

ଭୁବନେଶ୍ବର ତମାଣ୍ଡୋରୁ ଜବତ ହେଲା ୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ଜୋରଦାର ହେଲା ଅପରେସନ ହ୍ବାଇଟ୍ ସ୍ପାଇଡର । ପୁଣି ଜବତ ହୋଇଛି ଧଳା ଜହର । ତମାଣ୍ଡୋ ଅଞ୍ଚଳରେ ବ୍ରାଉନସୁଗାର କାରାବାର ବେଳେ ୩ ଜଣ ଡ୍ରଗ୍ସ ମାଫିଆଙ୍କୁ ଗିରଫ କରିଛି ତମାଣ୍ଡୋ ଥାନା ପୋଲିସ । ଅଭିଯୁକ୍ତଙ୍କ ପାଖରୁ ୧୦୭ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି…

ବ୍ରାଉନସୁଗାର ଜବତ,୨ ଗିରଫ

ଭୁବନେଶ୍ୱର : ବ୍ରାଉନସୁଗାର ଜବତ । ଭୁବନେଶ୍ୱର ବାଲିଅନ୍ତା ଥାନା ଅନ୍ତର୍ଗତ ପୁରୀ କେନାଲ ନିକଟରୁ ୩୦୦ ଶହ ଗ୍ରାମ ବ୍ରାଉନସୁଗାର ଜବତ କଲା ପୋଲିସ । ଘଟଣା ସ୍ଥଳରୁ ଅଭିଯୁକ୍ତ ଅନୀଲ ନାୟକ ଓ ଶେଖ ସାମଶୁଦ୍ଧିନ ନାମକ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ପୋଲିସ ଚଢାଉ ସମୟରେ ଅଭିଯୁକ୍ତଙ୍କ…